/odishatv-khabar/media/post_attachments/uploadimage/library/16_9/16_9_0/Nuakhai_1660914387.jpg)
Nuakhai
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଧର୍ଯ୍ୟ ହେଲା ଲଗ୍ନ । ସୁବର୍ଣ୍ଣପୁର ଜିଲ୍ଲା ପାଇଁ ନୂଆଖାଇ ଲଗ୍ନ ଧାର୍ଯ୍ୟ । ସକାଳ ୧୦.୦୭ରୁ ୧୦.୨୧ ମଧ୍ୟରେ ସୁବର୍ଣ୍ଣପୁରରେ ଲାଗିହେବ ନବାନ୍ନ । ସେପଟେ ମାଆ ସମଲେଶ୍ୱରୀଙ୍କ ଠାରେ ନବାନ୍ନ ଲାଗି ପାଇଁ ମଧ୍ୟ ଲଗ୍ନଧାର୍ଯ୍ୟ ହୋଇଛି । ମାଆଙ୍କଠାରେ ସକାଳ ୧୦ଟା ୫୬ରୁ ୧୧ଟା ୧୦ ମଧ୍ୟରେ ଲାଗି ହେବ ନବାନ୍ନ । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ସମଲେଇଙ୍କ ନିକଟରେ ପ୍ରଥମ ନୂଆ ଅନ୍ନ ଲାଗି ହେବ। ତା ପରେ ସାଧାରଣ ଲୋକେ ନୂଆ ଖାଇବେ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)