Advertisment

ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ

ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ସମଲେଇଙ୍କ ନିକଟରେ ପ୍ରଥମ ନୂଆ ଅନ୍ନ ଲାଗି ହେବ। ତା ପରେ ସାଧାରଣ ଲୋକେ ନୂଆଁ ଖାଇବେ।

ଅଦ୍ୟତନ ହୋଇଛି
Nuakhai

Nuakhai

Advertisment

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଧର୍ଯ୍ୟ ହେଲା ଲଗ୍ନ । ସୁବର୍ଣ୍ଣପୁର ଜିଲ୍ଲା ପାଇଁ ନୂଆଖାଇ ଲଗ୍ନ ଧାର୍ଯ୍ୟ । ସକାଳ ୧୦.୦୭ରୁ ୧୦.୨୧ ମଧ୍ୟରେ ସୁବର୍ଣ୍ଣପୁରରେ ଲାଗିହେବ ନବାନ୍ନ । ସେପଟେ ମାଆ ସମଲେଶ୍ୱରୀଙ୍କ ଠାରେ ନବାନ୍ନ ଲାଗି ପାଇଁ ମଧ୍ୟ ଲଗ୍ନଧାର୍ଯ୍ୟ ହୋଇଛି । ମାଆଙ୍କଠାରେ ସକାଳ ୧୦ଟା ୫୬ରୁ ୧୧ଟା ୧୦ ମଧ୍ୟରେ ଲାଗି ହେବ ନବାନ୍ନ । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ସମଲେଇଙ୍କ ନିକଟରେ ପ୍ରଥମ ନୂଆ ଅନ୍ନ ଲାଗି ହେବ। ତା ପରେ ସାଧାରଣ ଲୋକେ ନୂଆ ଖାଇବେ।

Advertisment
Nuakhai
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ