Advertisment

ଓଡ଼ିଶା ଲିଡରସିପ୍‌ ଆୱାର୍ଡ ୨୦୨୩ରେ OTVକୁ ବେଷ୍ଟ ଏମ୍ପ୍ଲୟର ବ୍ରାଣ୍ଡ ସମ୍ମାନ

ଓଡିଶା ଲିଡରସିପ୍‌ ଆୱାର୍ଡ ୨୦୨୩ ଭୁବନେଶ୍ୱରରେ ପ୍ରଦାନ କରାଯାଇଛି । ୩୧ ତମ ଓଡ଼ିଶା ଲିଡରସିପ୍‌ ଆୱାର୍ଡରେ ମନ୍ତ୍ରୀ ପ୍ରଦୀପ ଅମାତ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

author-image
Tanmay Kumar Mahalik
ଅଦ୍ୟତନ ହୋଇଛି
OTV Receives Odisha Best Employer Brand Award 2023

Odisha Best Employer Brand Award 2023

ଓଡିଶା ଲିଡରସିପ୍‌ ଆୱାର୍ଡ ୨୦୨୩ ଭୁବନେଶ୍ୱରରେ ପ୍ରଦାନ କରାଯାଇଛି । ୩୧ ତମ ଓଡ଼ିଶା ଲିଡରସିପ୍‌ ଆୱାର୍ଡରେ ମନ୍ତ୍ରୀ ପ୍ରଦୀପ ଅମାତ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସ୍ୱାସ୍ଥ୍ୟ, ଟେକ୍ନୋଲୋଜି, ମାନବସମ୍ବଳ ଭଳି କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବିଭିନ୍ନ କମ୍ପାନୀ ଏବଂ ଅନୁଷ୍ଠାନକୁ ପୁରସ୍କୃତ କରାଯାଇଥିଲା ।

Advertisment

ଏମଏସଏମଇ ମାଧ୍ୟମରେ ଲୋକଙ୍କୁ ସ୍ୱାବଲମ୍ବୀ କରାଉଥିବା ଅନେକ ବ୍ୟକ୍ତିଙ୍କୁ ମଧ୍ୟ ଏହି ଅବସରରେ ସମ୍ମାନିତ କରାଯାଇଥିଲା । ବେଷ୍ଟ ଏମ୍ପ୍ଲୟର ବ୍ରାଣ୍ଡ ଭାବରେ ଓଡିଶା ଟେଲିଭିଜନକୁ ପୁରସ୍କୃତ କରାଯାଇଥିବାବେଳେ ମାନବ ସମ୍ବଳ କ୍ଷେତ୍ରରେ ଓଟିଭିର ଏଚଆର ହେଡ ଆଭା ୱାଲିଆଙ୍କୁ ସମ୍ମାନିତ କରାଯାଇଥିଲା ।

Otv
Advertisment
Advertisment