Advertisment

ଆରମ୍ଭ ହେଲା ଶ୍ରୀଜିଉଙ୍କ ଶ୍ରୀମନ୍ଦିର ବାହୁଡ଼ା

ବଡ଼ଦାଣ୍ଡରେ ଗଡ଼ିବା ଆରମ୍ଭ କଲା ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ...

Bahuda Yatra | Chariot pulling begins

Bahuda Yatra | Chariot pulling begins

Advertisment

ଆରମ୍ଭ ହେଲା ଶ୍ରୀଜିଉଙ୍କ ଶ୍ରୀମନ୍ଦିର ବାହୁଡ଼ା । ବଡ଼ଦାଣ୍ଡରେ ଗଡ଼ିବା ଆରମ୍ଭ କଲା ଦେବୀ ସୁଭଦ୍ରାଙ୍କ ଦର୍ପଦଳନ । ଜନ୍ମବେଦୀରେ ଳୀଳାଖେଳା ସାରି ଘରକୁ ଫେରୁଛନ୍ତି ଚତୁର୍ଦ୍ଧା ମୂର୍ତ୍ତି । ଭୋର ୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିବା ବେଳେ ଏବେ ପହଣ୍ଡି ସରିବାର ନୀତି ସମ୍ପର୍ଣ୍ଣ ହୋଇ ରଥ ଟଣା ଆରମ୍ଭ ହୋଇଛି । 
ଅନ୍ୟପକ୍ଷେ, ଆସନ୍ତାକାଲି ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶଅନୁଷ୍ଠିତ ହେବ । କୋଭିଡ୍ କଟକଣା ଯୋଗୁ ଗତ ୨ ବର୍ଷ ଧରି ଭକ୍ତମାନେ ମହାପ୍ରଭୁଙ୍କ ରାଜରାଜେଶ୍ୱରର ବେଶ ଦର୍ଶନରୁ ବଞ୍ଚିତ ଥିଲେ। ତେଣୁ ଚଳିତ ବର୍ଷ ପୁରୀକୁ ପ୍ରବଳ ଜନସମାଗମ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏଥର ରାତି ୧ଟା ଯାଏ ଦର୍ଶନ ବ୍ୟବସ୍ଥା କରାଯାଇଛି। 

Advertisment
Ratha Jatra
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ