Advertisment

ନିର୍ଦ୍ଧାରିତ ସମୟର ୪ ଘଣ୍ଟା ପୂର୍ବରୁ ସରିଲା ଶ୍ରୀଜିଉଙ୍କ ପହଣ୍ଡି

ସମସ୍ତ ନୀତିକାନ୍ତି ସଅଳ ଚାଲି ଥିବାବେଳେ ନିର୍ଦ୍ଧାରିତ ସମୟର ୪ ଘଣ୍ଟା ପୂର୍ବରୁ ଶ୍ରୀଜିଉଙ୍କ ପହଣ୍ଡି ବିଜେ ଶେଷ ହୋଇଛି।

ଅଦ୍ୟତନ ହୋଇଛି
Puri Bahuda Jatra 2023

Puri Bahuda Jatra 2023

Advertisment

ଆଜି ଆଷାଢ ମାସ ଶୁକ୍ଲ ଦଶମୀ ତିଥି। ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ଶେଷ କରି ବାହୁଡିବେ ତିନି ଠାକୁର। ଜନ୍ମବେଦିରୁ ରତ୍ନବେଦିକୁ ବାହୁଡ଼ିବେ ତିନି ଠାକୁର। ଏଥିପାଇଁ ଗୁଣ୍ଡିଚା ମନ୍ଦିର ବାହାରେ ତିନି ରଥ ପ୍ରସ୍ତୁତ ରହିଛି। ଏପର୍ଯ୍ୟନ୍ତ ସମସ୍ତ ନୀତିକାନ୍ତି ସଅଳ ଚାଲି ଥିବାବେଳେ ନିର୍ଦ୍ଧାରିତ ସମୟର ୪ ଘଣ୍ଟା ପୂର୍ବରୁ ଶ୍ରୀଜିଉଙ୍କ ପହଣ୍ଡି ବିଜେ ଶେଷ ହୋଇଛି।

Advertisment

ଅଧିକ ପଢ଼ନ୍ତୁ: ପୁରୀରେ କାହିଁକି ଆରମ୍ଭ ହେଲା ମହାବାହୁଙ୍କ ନବଦିନ ଘୋଷଯାତ୍ରା; କ’ଣ କୁହେ ପୁରାଣ

ତିନି ରଥରେ ଚତୁର୍ଦ୍ଧାମୂର୍ତ୍ତି ବିରାଜମାନ ହୋଇଛନ୍ତି। ତାଳଧ୍ୱଜରେ ଶ୍ରୀବଳଭଦ୍ର, ଦର୍ପଦଳନରେ ମା’ ସୁଭଦ୍ରା ଓ ନନ୍ଦିଘୋଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ରଥାରୁଢ ହୋଇଛନ୍ତି। ଏହାପରେ ‘ଛେରା ପହଁରା’ ଆରମ୍ଭ ହେବ।

Advertisment

Bahuda Jatra
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ