Advertisment

ଆଜି ଆଡ଼ପ ମଣ୍ଡପ ବିଜେ: ରଥ ଉପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ଆଜି ଆଡ଼ପ ମଣ୍ଡପ ବିଜେ କରିବେ ତିନି ଠାକୁର। ରଥ ଉପରେ ଶ୍ରୀଜିଉମାନଙ୍କର ସମସ୍ତ ନୀତିକାନ୍ତି ଅନୁଷ୍ଠିତ ହେଉଛି।

ଅଦ୍ୟତନ ହୋଇଛି
 Adapa Mandap Bije 2023

Adapa Mandap Bije of sibling deities to be held today

Advertisment

ଆଜି ଆଡ଼ପ ମଣ୍ଡପ ବିଜେ କରିବେ ତିନି ଠାକୁର। ପୁରୀ ଶରଧାବାଲିରେ ତିନି ରଥ ତାଳଧ୍ୱଜ, ଦର୍ପଦଳନ ଓ ନନ୍ଦିଘୋଷ ରହିଛି। ରଥ ଉପରେ ଶ୍ରୀଜିଉମାନଙ୍କର ସମସ୍ତ ନୀତିକାନ୍ତି ଅନୁଷ୍ଠିତ ହେଉଛି। ମହାପ୍ରଭୁ ଆଜି ସନ୍ଧ୍ୟା ଯାଏ ରଥ ଉପରେ ଭକ୍ତଙ୍କ ଦର୍ଶନ ଦେବେ। ଏହାପରେ ଆଡ଼ପ ମଣ୍ଡପ ବିଜେ ଆରମ୍ଭ ହେବ। 

Advertisment

ଗୋଟି ପହଣ୍ଡିରେ ଆଡ଼ପ ମଣ୍ଡପ ବିଜେ କରିବେ ମହାବାହୁ। ଜନ୍ମବେଦୀରେ ଅବସ୍ଥାନ ପରେ ଗୁଣ୍ଡିଚା ମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ଲୀଳାଖେଳା। ଶୁକ୍ରବାରଠୁ ଶ୍ରଦ୍ଧାଳୁଙ୍କୁ ମିଳିବ ଆଡ଼ପ ଅବଢ଼ା। ଆଉ ଏଥିପାଇଁ ଉତ୍କଣ୍ଠା ସହରେ ଅନାଇ ରହିଛନ୍ତି ଶ୍ରଦ୍ଧାଳୁ।

Ratha Jatra
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ