Advertisment

ଆଜି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା, ଅପରାହ୍ଣ ସାଢ଼େ ୧୨ଟାରୁ ପହଣ୍ଡି ବିଜେ

ଆଜି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ଅପରାହ୍ଣ ସାଢ଼େ ୧୨ଟାରୁ ୧ଟା ୩୦ ମଧ୍ୟରେ ପହଣ୍ଡି ବିଜେ କାର୍ଯ୍ୟକ୍ରମ ରହିଛି।

ଅଦ୍ୟତନ ହୋଇଛି
Rukuna Rath Yatra 2023 Of Lord Lingaraj Today

Rukuna Rath Yatra Of Lord Lingaraj In Bhubaneswar To Be Held Today

Advertisment

ଆଜି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ଏଥିଲାଗି ଉତ୍ସବମୁଖର ଏକାମ୍ରକ୍ଷେତ୍ର। ରଥ ପଥ ସବୁ ପ୍ରସ୍ତୁତ ହୋଇ ରହିଛି। ନିର୍ଦ୍ଧାରିତ ନିତି ଅନୁଯାୟୀ, ଭୋର ୫ଟାରୁ ମନ୍ଦିର ଦ୍ୱାର ଖୋଲିଛି। ମଙ୍ଗଳ ଆଳତି ଅବକାଶ ପରେ ସାହାଣ ମେଲା ଦର୍ଶନ କରାଯିବ।

Advertisment

ଅପରାହ୍ଣ ସାଢ଼େ ୧୨ଟାରୁ ୧ଟା ୩୦ ମଧ୍ୟରେ ପହଣ୍ଡି ବିଜେ କାର୍ଯ୍ୟକ୍ରମ ରହିଛି। ଏହାପରେ ଠିକ୍ ଦିନ ୩ଟା ୩୦ରୁ ଆରମ୍ଭ ହେବ ରଥଟଣା। ସନ୍ଧ୍ୟା ୭ଟା ସୁଦ୍ଧା ରାମେଶ୍ୱର ମନ୍ଦିରରେ ରଥ ପହଞ୍ଚିବା ଲାଗି ନିଷ୍ପତ୍ତି ହୋଇଛି।

ରୁକୁଣା ରଥଯାତ୍ରା ଲାଗି ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଛି। ୧୨ ପ୍ଲାଟୁନ ଫୋର୍ସ ସହ ମହିଳା ପୋଲିସ ଅଧିକାରୀ ମଧ୍ୟ ନିୟୋଜିତ ହୋଇଛନ୍ତି। 

Advertisment
Rukuna Rath Yatra Rukuna Rath Yatra In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ