‘ଘରେ ବନାନ୍ତୁ 'ମଲାଇ ମସରୁମ୍’

ଛତୁର ବିଭିନ୍ନ ରେସିପି ଖାଇବାକୁ ପ୍ରାୟତଃ ସମସ୍ତଙ୍କୁ ଭଲ ଲାଗିଥାଏ । ଆଗରୁ ଆମେ ଛତୁର ଭିନ୍ନ ଭିନ୍ନ ରେସିପି ବିଷୟରେ ଆପଣଙ୍କୁ କହିଛୁ । ଆଜି ଆମେ ଆପଣଙ୍କ ପାଇଁ ଛତୁର ଏକ ସୁଆଦିଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ମଲାଇ ମସରୁମ୍’’। ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।

masroom malai recipe

News Summary

ସହଜ ଓ ସରଳ ଉପାୟରେ ବନାନ୍ତୁ 'ମଲାଇ ମସରୁମ୍’

ଛତୁର ବିଭିନ୍ନ ରେସିପି ଖାଇବାକୁ ପ୍ରାୟତଃ ସମସ୍ତଙ୍କୁ ଭଲ ଲାଗିଥାଏ । ଆଗରୁ ଆମେ ଛତୁର ଭିନ୍ନ ଭିନ୍ନ ରେସିପି ବିଷୟରେ ଆପଣଙ୍କୁ କହିଛୁ । ଆଜି ଆମେ ଆପଣଙ୍କ ପାଇଁ ଛତୁର ଏକ ସୁଆଦିଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ମଲାଇ ମସରୁମ୍’ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।

ମଲାଇ ମସରୁମ୍’ ବନେଇବା ପାଇଁ ସାମଗ୍ରୀ:

ବଟନ ଛତୁ, କଟା ପିଆଜ, ଟମାଟୋ ପ୍ୟୁରି, କାଜୁ ବଟା, ଅଦା-ରସୁଣ ବଟା, କସ୍ତୁରୀ ମେଥି, ଗରମ ମସଲା, ଫ୍ରେଶ୍‌ କ୍ରିମ୍‌, ଗୋଲମରିଚ ଗୁଣ୍ଡ, ତେଲ, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ ଓ ଲୁଣ।

ପ୍ରସ୍ତୁତି ପ୍ରଣାଳୀ: