ଦେଶୀ ଷ୍ଟାଇଲରେ ଘରେ ବନାନ୍ତୁ ସୁଆଦିଆ ‘ଚିକେନ୍ ତଡ଼କା’

ଘରେ ଆମେ ଚିକେନର ବିଭିନ୍ନ ରେସିପି ବନେଇଥାଉ । ଆଜି ଆମେ ଦେଶୀ ଷ୍ଟାଇଲରେ ଚିକେନର ଏକ ରେସିପି ପ୍ରସ୍ତୁତ କରିବା । ଏହି ରେସିପିର ନାଁ ହେଉଛି ‘ଚିକେନ୍ ତଡ଼କା’

chicken tadka

News Summary

ବନାନ୍ତୁ ‘ଚିକେନ୍ ତଡ଼କା’

ଆଜି ଶୁକ୍ରବାର ରାନ୍ଧଣାରେ ଆମେ ଚିକେନର ଏକ ସୁଆଦିଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ଚିକେନ ତଡ଼କା’ । ଏହି ରେସିପିଟିକୁ ବନେଇବା ଅତି ସହଜ ଓ ସରଳ ଅଟେ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।

ଆବଶ୍ୟକ ସାମଗ୍ରୀ:

ଚିକେନ୍‌, ମସୁର ଡାଲି, ଗୋଟା ମୁଗ, ବୁଟ ଡାଲି, ପିଆଜ, ରସୁଣ, ଅଦା, ଲଙ୍କା, ଡାଲଚିନି, ଗୁଜୁରାତି, ତେଜପତ୍ର, ତେଲ, ଟମାଟୋ ଓ ଧନିଆ ପତ୍ର।

ଅଧିକ ପଢ଼ନ୍ତୁ: ଦେଶୀ ଷ୍ଟାଇଲ୍‌ରେ ବନାନ୍ତୁ ‘ଚିକେନ୍ ପତ୍ର ପୋଡ଼ା’

ପ୍ରସ୍ତୁତି ପ୍ରଣାଳୀ:

ଏବେ ପ୍ରସ୍ତୁତ ହୋଇଗଲା ଗରମ ଗରମ ଚିକେନ୍‌ ତଡ଼କା। ଏହି ରେସିପିଟିକୁ ରୁଟି କିମ୍ବା ନାନ୍ ସହିତ ଖାଇଲେ ବେଶୀ ସୁଆଦିଆ ଲାଗିଥାଏ । ଏହି ରେସିପିଟିକୁ ଘରେ ବନେଇ ନିଜେ ଖାଆନ୍ତୁ ଓ ଘର ଲୋକଙ୍କୁ ପରଷନ୍ତୁ ।