ଘରେ ବନାନ୍ତୁ ‘ରସୁଣ ମାଂସ’

ଆପଣ କେବେ ମଟନର ଏହି ଦେଶୀ ରେସିପି ଖାଇଛନ୍ତି କି ? ଆଜି ହିଁ ଘରେ ବନାନ୍ତୁ ‘ରସୁଣ ମାଂସ’ । ଏହି ରେସିପିଟିକୁ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ । ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।

garlic mutton curry

News Summary

ସହଜ ଓ ସରଳ ଉପାୟରେ ବନାନ୍ତୁ ‘ରସୁଣ ମାଂସ’

ଘରେ ଆମେ ମଟନର ବିଭିନ୍ନ ପ୍ରକାରର ରେସିପି ପ୍ରସ୍ତୁତ କରିଥାଉ । ଆଦି ଆମେ ମଟନର ଏକ ନୂଆ ଓ ସୁଆଦିଆ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିର ନାଁ ହେଉଛି ‘ରସୁଣ ମାଂସ’ । ଏହି ରେସିପିଟି ବନେଇବା ଅତି ସହଜ ଅଟେ । 

‘ରସୁଣ ମାଂସ’ ବନେଇବା ପାଇଁ ଆବଶ୍ୟକ ସାମଗ୍ରୀ:

ଖାସି ମାଂସ, ଗୋଟା ରସୁଣ ବୁଦା, କଟା ପିଆଜ, ଗୋଟା କଞ୍ଚାଲଙ୍କା, ଜିରା ଗୁଣ୍ଡ, ଲଙ୍କା ଗୁଣ୍ଡ, ଧନିଆ ଗୁଣ୍ଡ, ଶୁଖିଲା ଲଙ୍କା, ତେଜପତ୍ର, ସୋରିଷ ତେଲ, ଅଦା ରସୁଣ ପେଷ୍ଟ, ହଳଦୀ ଗୁଣ୍ଡ, ଲୁଣ, ଧନିଆ ପତ୍ର ଓ ମାଂସକୁ ଦମ୍ ଦେବା ପାଇଁ ଅଟା ଗୁଳା।

ପ୍ରସ୍ତୁତି ପ୍ରଣାଳୀ:

ଏବେ ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ର’ସୁଣ ମାଂସ’ । ଏହି ରେସିପିଟିକୁ ରୁଟି କିମ୍ବା ନାନ୍ ସହିତ ଖାଇଲେ ବେଶୀ ସୁଆଦିଆ ଲାଗିଥାଏ । ଏହି ରେସିପିଟି ଘରେ ବନେଇ ନିଜେ ଖାଆନ୍ତୁ ଓ ଘର ଲୋକଙ୍କୁ ପରଷନ୍ତୁ ।