ଶୁକ୍ରବାର ରାନ୍ଧଣାରେ ବନାନ୍ତୁ ‘ଚିଙ୍ଗୁଡ଼ି ମଲାଇ’

ଘରେ ଘରେ ଚିଙ୍ଗୁଡ଼ିକୁ ନେଇ ବିଭିନ୍ନ ରେସିପି ତିଆରି କରାଯାଇଥାଏ । ଚିଙ୍ଗୁଡିରେ ସେଭଳି କିଛି ରେସିପି ଆମେ ଆପଣଙ୍କ ପାଇଁ ପ୍ରସ୍ତୁତ କରିଛୁ, ଆଜି ଆମେ ବନେଇବା ‘ଚିଙ୍ଗୁଡ଼ି ମଲାଇ’ । ଏହି ରେସିପିଟି ଆପଣମାନେ ଅତ୍ୟନ୍ତ ସହଜ ଓ ସରଳ ଉପାୟରେ ଘରେ ବନେଇ ପାରିବେ ।

malai prawn

ଚିଙ୍ଗୁଡିରେ ବହୁତ ରେସିପି ଆମେ ଆପଣଙ୍କ ପାଇଁ ପ୍ରସ୍ତୁତ କରିଛୁ। ଆଜି ଆମେ ରେଷ୍ଟୁରେଣ୍ଟ ଷ୍ଚାଇଲରେ ଚିଙ୍ଗୁଡିର ଏକ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନା ହେଉଛି ‘ଚିଙ୍ଗୁଡ଼ି ମଲାଇ’। ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ ଜାଣିବା

ଆବଶ୍ୟକ ସାମଗ୍ରୀ:

ଚିଙ୍ଗୁଡ଼ି, ପିଆଜ, ରସୁଣ, ଜିରା, ଲଙ୍କା, ନଡ଼ିଆ କ୍ଷୀର, ରାଇପେଷ୍ଟ, ହଳଦୀ, ଲୁଣ ଓ ସୋରିଷ ତେଲ

ଅଧିକ ପଢ଼ନ୍ତୁ: ଘରେ ବନାନ୍ତୁ ଓଡ଼ିଆ ଘରର ଦେଶୀ ରେସିପି ‘ଚିଙ୍ଗୁଡ଼ି ଲାଉ ଘାଣ୍ଟ’

ପ୍ରସ୍ତୁତି ପ୍ରଣାଳୀ:

ଏବେ ପ୍ରସ୍ତୁତ ହୋଇଗଲା ‘ଚିଙ୍ଗୁଡ଼ି ମଲାଇ’ । ଏହାକୁ ଘରେ ବନେଇ ନିଜେ ଖାଆନ୍ତୁ ଘର ଲୋକଙ୍କୁ ପରଷନ୍ତୁ ।

ଅଧିକ ପଢ଼ନ୍ତୁ: ଘରେ ତିଆରି କରନ୍ତୁ 'ଚିକେନ୍‌ ପୋସ୍ତ'