Food and Recipe:ବୁଧବାର ରାନ୍ଧଣାରେ ଘରେ ବନାନ୍ତୁ 'ଚିକେନ୍ ଓନିଅନ୍’

ଘରେ ଆମେ ଚିକେନର ବିଭିନ୍ନ ରେସିପି ବନେଇଥାଉ । ଆଜି ଆମେ ନୂଆ ଓ ଭିନ୍ନ ଷ୍ଟାଇଲରେ ଚିକେନର ଏକ ରେସିପି ପ୍ରସ୍ତୁତ କରିବା । ଏହି ରେସିପିର ନାଁ ହେଉଛି 'ଚିକେନ୍ ଓନିଅନ୍

onion chicken

ଆଜି ବୁଧବାର ରାନ୍ଧଣାରେ ଆମେ ଚିକେନର ଏକ ସୁଆଦିଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି 'ଚିକେନ୍ ଓନିଅନ୍’ । ଏହି ରେସିପିଟିକୁ ବନେଇବା ଅତି ସହଜ ଓ ସରଳ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।

ଆବଶ୍ୟକ ସାମଗ୍ରୀ:

ଚିକେନ୍‌, ପିଆଜ, ଟମାଟୋ, ତେଲ, ଲୁଣ, ହଳଦୀ, ଗରମ ମସଲା, କଞ୍ଚା ଲଙ୍କା, ଶୁଖିଲା ଲଙ୍କା ଗୁଣ୍ଡ ଓ ଧନିଆପତ୍ର

ପ୍ରସ୍ତୁତି ପ୍ରଣାଳୀ:

ଏବେ ପ୍ରସ୍ତୁତ ହୋଇଗଲା 'ଚିକେନ୍ ଓନିଅନ୍’। ଏହି ରେସିପିକୁ ରୁଟି କମ୍ବା ନାନ୍ ସହିତ ଖାଇଲେ ବେଶୀ ସୁଆଦିଆ ଲାଗିଥାଏ ।

chiken onion