ଘରେ ତିଆରି କରନ୍ତୁ 'ଚିକେନ୍‌ ପୋସ୍ତ'

ଆପଣ କେବେ ‘ଚିକେନ୍‌ ପୋସ୍ତ ରେସିପି ଖାଇଛନ୍ତି କି ? ଯଦି ଖାଇ ନାହାନ୍ତି ଆଜି ହିଁ ଘରେ ପ୍ରସ୍ତୁତ କରନ୍ତୁ ‘ଚିକେନ ପୋସ୍ତ’ । ତେବେ ଚାଲନ୍ତୁ ଜାଣିବା ‘ଚିକେନ ପୋସ୍ତକୁ ଘରେ କିପରି ସହଜରେ ପ୍ରସ୍ତୁତ କରି ପାରିବେ ।

chicken posto recipe

ଘରେ ଆମେ ଚିକେନର ବିଭିନ୍ନ ରେସିପି ବନେଇଥାଉ । ଆଜି ରବିବାର ରାନ୍ଧଣାରେ ଆମେ ଚିକେନର ଏକ ସୁଆଦିଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ଚିକେନ୍‌ ପୋସ୍ତ’ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।

ଆବଶ୍ୟକ ସାମଗ୍ରୀ:

ଚିକେନ୍‌, ପୋସ୍ତ ବଟା, ଅଦା ରସୁଣ ଜିରା ସୋରିଷ ପେଷ୍ଟ, ଅଦା,ରସୁଣ,ପିଆଜ ପେଷ୍ଟ, କଟା ପିଆଜ, ଜିରା ଗୁଣ୍ଡ, ହଳଦୀ ଗୁଣ୍ଡ, ତେଲ, ଟମାଟୋ, ରସୁଣ ଓ ଅଦା ଛେଚା, ଲଙ୍କା ଗୁଣ୍ଡ, ଧନିଆ ଗୁଣ୍ଡ, ଗୋଲ ମରିଚ ଗୁଣ୍ଡ, ଧନିଆ ପତ୍ର, ଭୁର୍ସୁଙ୍ଗ ପତ୍ର, ଲୁଣ, କଞ୍ଚା ଲଙ୍କା ଓ ଲେମ୍ବୁ।

ପଢନ୍ତୁ ଏହି ଖବର: ରବିବାର ରାନ୍ଧଣାରେ ଘରେ ବନାନ୍ତୁ ଚିଙ୍ଗୁଡ଼ି ସୁରୁଆ

ପ୍ରସ୍ତୁତି ପ୍ରଣାଳୀ:

ଏବେ ପ୍ରସ୍ତୁତ ହୋଇଗଲା ଚିକେନ୍‌ ପୋସ୍ତ। ଆପଣ ଏହି ରେସିପିଟିକୁ ଉଭୟ ଭାତ ଓ ରୁଟି ସହିତ ଖାଇଲେ ବେଶୀ ସୁଆଦିଆ ଲାଗିଥାଏ ।

ଦେଖନ୍ତୁ ଭିଡିଓ | ଆଜି ହବ ଭାକୁର ମାଛ ଲଟପଟା