ଘରେ ବନାନ୍ତୁ ସୁଆଦିଆ ‘କଦଳୀ କୋପ୍ତା’

ଘରେ ଖାଦ୍ୟରେ କଣ ବନେଇବେ ଏହାକୁ ନେଇ ଆପଣ ଚିନ୍ତିତ କି ? ତାହେଲେ ଆଜିର ସ୍ୱାଦିଷ୍ଟ ରେସିପିଟି ଆପଣ ଘରେ କଞ୍ଚା କଦଳୀରେ ବନେଇ ଖାଇପାରିବେ । ଏହି ରେସିପିର ନାଁ ହେଉଛି ‘କଦଳୀ କୋପ୍ତା’।

banana kofta

ଆଜି ଆମେ କଞ୍ଚା କଦଳୀରେ ଏକ ସ୍ୱାଦିଷ୍ଟ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିର ନାଁ ହେଉଛି ‘କଦଳୀ କୋପ୍ତା’। ଏହି ରେସିପିଟିକୁ ଆପଣ ଘରେ ଅତି ସହଜ ଓ ସରଳ ଭାବେ ବନେଇ ପାରିବେ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।

ଅଧିକ ପଢ଼ନ୍ତୁ: ସଂଧ୍ୟା ଜଳଖିଆରେ ବନାନ୍ତୁ ସୁଆଦିଆ ‘ପଣସ କଟ୍‌ଲେଟ୍’

ଆବଶ୍ୟକ ସାମଗ୍ରୀ:

କଞ୍ଚା କଦଳୀ, ଅଣ୍ଡା, ବେସନ, ଧଣିଆ ପତ୍ର, ଲଙ୍କା ଗୁଣ୍ଡ, ଲୁଣ, ପିଆଜ, ତେଲ ଆବଶ୍ୟକ ଅନୁୟାୟୀ ପିଆଜ ରସୁଣ  ଅଦା ପେଷ୍ଟ ।

ପ୍ରସ୍ତୁତି ପ୍ରଣାଳୀ

ଅଧିକ ପଢ଼ନ୍ତୁ: ଘରେ ପ୍ରସ୍ତୁତ କରନ୍ତୁ ସୁଆଦିଆ 'ଜିରା ଛେନା ମସଲା'

ବର୍ତ୍ତମାନ ପ୍ରସ୍ତୁତ ହୋଇଗଲା କଦଳୀ କୋପ୍ତା କରି। ଏହି ରେସିପିଟିକୁ ଭାତ ବା ରୁଟି ସହିତ ଖାଇଲେ ବେଶୀ ସୁଆଦିଆ ଲାଗିଥାଏ ।