ଘରେ ବନାନ୍ତୁ ସୁଆଦିଆ ‘ଜିଲାପି’, ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳୀ

ଆମ ଓଡ଼ିଆ ଘରେ ବାର ମାସରେ ତେର ପର୍ବ । ଘରେ ବିଭିନ୍ନ ପର୍ବରେ ମିଠା ଓ ପିଠା ତିଆରି କରାଯାଏ । ଏବେ ଚାଲିଛି ପାର୍ବଣର ଋତୁ । ଆଜି ଆମେ ବନେଇବା ଓଡ଼ିଆ ଘରର ପାରମ୍ପରିକ ସୁଆଦିଆ ମିଠା ‘ଜିଲାପି ‘।

jalebi

ଆଜି ଆମେ ବହୁତ କମ୍ ଖର୍ଚ୍ଚ ଓ କମ୍ ସମୟ ମଧ୍ୟରେ ମିଠାର ଏକ ରେସିପି ପ୍ରସ୍ତୁତ କରିବୁ । ଆଜି ଆମେ ଆପଣଙ୍କ ପାଇଁ ବନେଇବୁ ଓଡ଼ିଆ ଘରର ପାରମ୍ପରିକ ସୁଆଦିଆ ମିଠା ‘ଜିଲାପି । ଏହି ମିଠା ଖାଇବାକୁ ବହୁତ ସୁଆଦିଆ ଲାଗେ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।

ଆବଶ୍ୟକ ସାମଗ୍ରୀ:

ମଇଦା, ଚିନି, ଗୁଜୁରାତି ଗୁଣ୍ଡ, କେଶର, ଖାଇବା କଲର, ଘିଅ, ଖାଇବା ସୋଢ଼ା

ପ୍ରସ୍ତୁତି ପ୍ରଣାଳୀ:

ଏହାକୁ ପର୍ବପର୍ବାଣୀରେ ଭଗବାନଙ୍କ ପାଖରେ ଭୋଗ ଲଗାଇପାରିବେ।