ସଂଧ୍ୟା ଜଳଖିଆରେ ପ୍ରସ୍ତୁତ କରନ୍ତୁ ‘ମସରୁମ୍ ଚପ୍’

ଆଜି ଆମେ ଆପଣଙ୍କ ପାଇଁ ଛତୁର ଏକ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ମସରୁମ୍ ଚପ୍’। ଏହି ରେସିପିଟିକୁ ଆପଣ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।

Masroom chop

News Summary

ସହଜ ଓ ସରଳ ଉପାୟରେ ବନାନ୍ତୁ 'ମସରୁମ୍ ଚପ୍'

ଆଗରୁ ଘରେ ଆପଣମାନେ ବିଭିନ୍ନ ଚପ୍ ବନେଇଥିବେ ,ଯେମିତିକି ଆଳୁ ଚପ୍,ଅଣ୍ଡା ଚପ୍ ଆଦି ରେସିପି ପ୍ରସ୍ତୁତ କରିଥିବେ । ଆଜି ଆମେ ଆପଣଙ୍କ ପାଇଁ ଛତୁର ଏକ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ମସରୁମ୍ ଚପ୍’। ଏହି ରେସିପିଟିକୁ ଆପଣ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।

‘ମସରୁମ୍ ଚପ୍’ ବନେଇବା ପାଇଁ ସାମଗ୍ରୀ:

ଛତୁ-୫୦୦ ଗ୍ରାମ,ଆଳୁ-୨ଟି,ଅଦା,ପିଆଜ,ରସୁଣ ଛେଚା,କଟା କଞ୍ଚାଲଙ୍କା,କଟା ଧନିଆ ପତ୍ର,କର୍ଣ୍ଣଫ୍ଲୋର ପାଉଡର, ବେସନ, ଲଙ୍କା ଗୁଣ୍ଡ,ସୋୟା ସସ୍,ଟମାଟୋ ସସ୍,ଚିଲ୍ଲି ସସ୍,ଭିନେଗାର,ଚାଇନା ସଲ୍ଚ, ବ୍ରେଡ୍ କ୍ରମ୍ବ,ଲୁଣ ଓ ରିଫାଇନ୍ ତେଲ ।

ପ୍ରସ୍ତୁତି ପ୍ରଣାଳୀ:

ଏବେ ପ୍ରସ୍ତୁତ ହୋଇଗଲା ଗରମାଗରମ ‘ମସରୁମ୍ ଚପ୍’ । ଏହି ମସରୁମ୍ ଚପକୁ ଆପଣ ପୋଦିନା ଚଟଣୀ କିମ୍ବା ସସ୍ ସହିତ ଖାଇଲେ ବେଶୀ ସୁଆଦିଆ ଲାଗିଥାଏ । ଏହି ରେସିପିଟିକୁ ନିଜେ ଖାଆନ୍ତୁ ଓ ଘରକୁ କୁଣିଆ ଆସିଲେ ପରଷନ୍ତୁ ।