ଘରେ ବନାନ୍ତୁ ମଟନ୍ କୋରମା

ସାଧାରଣତଃ ଖାଦ୍ୟରେ ଆମିଷ ଥିଲେ ଖାଇବାର ସ୍ୱାଦ ଦୁଇ ଗୁଣ ହୋଇଥାଏ । ଆମିଷରେ ମଟନକୁ ନେଇ ଅନେକ ରେସିପି ଆମେ ତିଆରି କରିଥାଉ । ତେବେ ଆମେ ଆପଣ ମାନଙ୍କୁ ମଟନର ଏକ ନୂଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ମଟନ କୋରମା’ । ଏହି ରେସିପିଟି ଆପଣମାନେ ଅତ୍ୟନ୍ତ ସହଜ ଓ ସରଳ ଉପାୟରେ ବନେଇ ପାରିବେ । ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ ଜାଣିବା ।

mutton korma

News Summary

ସହଜ ଓ ସରଳ ଉପାୟରେ ବନାନ୍ତୁ ମଟନ୍ କୋରମା

ସାଧାରଣତଃ ଖାଦ୍ୟରେ ଆମିଷ ଥିଲେ ଖାଇବାର ସ୍ୱାଦ ଦୁଇ ଗୁଣ ହୋଇଥାଏ । ଆମିଷରେ ମଟନକୁ ନେଇ ଅନେକ ରେସିପି ଆମେ ତିଆରି କରିଥାଉ । ମଟନ ତରକାରି ଆଉ କେତେବେଳେ ମଟନ କଷା ଆପଣ ମାନେ ତିଆରି କରିଥିବେ । ତେବେ ଆମେ ଆପଣ ମାନଙ୍କୁ ମଟନର ଏକ ନୂଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ମଟନ କୋରମା’ । ଏହି ରେସିପିଟି ଆପଣମାନେ ଅତ୍ୟନ୍ତ ସହଜ ଓ ସରଳ ଉପାୟରେ ବନେଇ ପାରିବେ । ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ ଜାଣିବା ।

ମଟନ୍ କୋରମା ବନେଇବା ପାଇଁ ସାମଗ୍ରୀ:

ମଟନ୍‌-୫୦୦ ଗ୍ରାମ୍, ପିଆଜ, ଦହି-୨କପ୍ , ଅଦା ରସୁଣ ପେଷ୍ଟ, ତେଜପତ୍ର, ଅଳେଇଚ, ଗୁଜୁରାତି, ଧନିଆ ଗୁଣ୍ଡ, ଜୀରା ଗୁଣ୍ଡ, ଗରମ ମସଲା ଗୁଣ୍ଡ, ଲଙ୍କାଗୁଣ୍ଡ, ଲୁଣ, ରିଫାଇନ ତେଲ ଓ ଅଳ୍ପ ଘିଅ ।

ପ୍ରସ୍ତୁତି ପ୍ରଣାଳୀ:

ଏବେ ପ୍ରସ୍ତୁତ ହୋଇଗଲା ଗରମାଗରମ ‘ ମଟନ୍‌ କୋର୍‌ମା’। ଏହି ରେସିପିଟିକୁ ରୁଟି ସହିତ ଖାଇଲେ ବେଶୀ ସୁଆଦିଆ ଲାଗିଥାଏ । ନିଜେ ଖାଆନ୍ତୁ ଓ ଘର ଲୋକଙ୍କୁ ପରଷନ୍ତୁ ‘ ମଟନ୍‌ କୋର୍‌ମା’