ଘରେ ତିଆରି କରନ୍ତୁ ପନିରର ଏହି ସୁଆଦିଆ ରେସିପି

ପ୍ରାୟତଃ ସମସ୍ତେ ଚାହାନ୍ତି ଘର ଖାଦ୍ୟରେ ମଧ୍ୟ ରେଷ୍ଟୁରାଣ୍ଟ ଭଳି ସ୍ୱାଦ ପାଇବା ପାଇଁ । ଆଜି ଆମେ ଆପଣଙ୍କ ପାଇଁ ପନିରର ରେଷ୍ଟୁରାଣ୍ଟ ଶୈଳୀରେ ଏକ ରେସିପି ବନେଇବୁ । ଏହି ରେସିପିର ନାଁ ହେଉଛି ‘ପନିର ରେଶମି ।

paneer resmi recipe

ପ୍ରାୟତଃ ସମସ୍ତେ ଚାହାନ୍ତି ଘର ଖାଦ୍ୟରେ ମଧ୍ୟ ରେଷ୍ଟୁରାଣ୍ଟ ଭଳି ସ୍ୱାଦ ପାଇବା ପାଇଁ । ଆଜି ଆମେ ଆପଣଙ୍କ ପାଇଁ ପନିରର ରେଷ୍ଟୁରାଣ୍ଟ ଶୈଳୀରେ ଏକ ରେସିପି ବନେଇବୁ । ଏହି ରେସିପିର ନାଁ ହେଉଛି ‘ପନିର ରେଶମି ।

ଆବଶ୍ୟକ ସାମଗ୍ରୀ:

ପନିର, ପିଆଜ, ଟମାଟୋ, ଶିମଳା ଲଙ୍କା, ଅଦା ରସୁଣ ପେଷ୍ଟ, ଜିରା, ଧନିଆ ପାଉଡର, ହଳଦୀ ଗୁଣ୍ଡ, ଲଙ୍କାଗୁଣ୍ଡ, କ୍ରିମ୍, ଧନିଆପତ୍ର, ଗରମ ମସଲା, ତେଲ ଓ ଲୁଣ ସ୍ୱାଦ ଅନୁସାରେ।

ଅଧିକ ପଢ଼ନ୍ତୁ: ଘରେ ବନାନ୍ତୁ ସୁଆଦିଆ ‘ତାୱା ପନିର’

ପ୍ରସ୍ତୁତି ପ୍ରଣାଳୀ:

ଏବେ ପ୍ରସ୍ତୁତ ହୋଇଗଲା ସୁଆଦିଆ ‘ପନିର ରେଶମି’। ଏହି ରେସିପିଟିକୁ ରୁଟି କିମ୍ବା ନାନ୍ ସହିତ ଖାଇଲେ ବେଶୀ ସୁଆଦିଆ ଲାଗିଥାଏ । ଏହାକୁ ବନେଇ ଘର ଲୋକଙ୍କୁ ପରଷନ୍ତୁ ।

ଅଧିକ ପଢ଼ନ୍ତୁ: କେବେ ଖାଇଛନ୍ତି ପନିରର ଏହି ରେସିପି