କମ୍ ଖର୍ଚ୍ଚ ଓ କମ୍ ସମୟରେ ବନାନ୍ତୁ ‘କାଜୁ ପନିର’

ଆଜି ଆମେ ଆପଣଙ୍କ ପାଇଁ ପନିର ଏକ ନୂଆ ରେସିପି ନେଇ ଆସିଛୁ । ଏହି ରେସିପିର ନାଁ ହେଉଛି ‘କାଜୁ ପନିର’ । ଏହି ରେସିପିଟିକୁ ଅତି ସହଜରେ ଘରେ ଆପଣ ବନେଇ ପାରିବେ ।

kaju paneer recipe

News Summary

ସହଜ ଓ ସରଳ ଉପାୟରେ ବନାନ୍ତୁ 'କାଜୁ ପନିର'

ଘରେ ପନିରର ବିଭିନ୍ନ ରେସିପି ପ୍ରସ୍ତୁତ କରିଥାଉ । ଆଜି ଆମେ ଆପଣଙ୍କ ପାଇଁ ପନିର ଏକ ନୂଆ ରେସିପି ନେଇ ଆସିଛୁ । ଏହି ରେସିପିର ନାଁ ହେଉଛି ‘କାଜୁ ପନିର’। ଏହି ରେସିପିଟି ଆପଣ ଘରେ ଅତି ସହଜ ଓ ସରଳ ଭାବରେ ପନେଇ ପାରିବା । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ।

‘କାଜୁ ପନିର’ ବନେଇବା ପାଇଁ ଆବଶ୍ୟକ ସାମଗ୍ରୀ:

ପନିର , କାଜୁ ପେଷ୍ଟ, ପିଆଜ ରସୁଣ ପେଷ୍ଟ, ଏକ ଛୋଟ ଚାମଚ ଅଦା ଓ କଞ୍ଚାଲଙ୍କା ପେଷ୍ଟ,ଏକ ବଡ଼ ଚାମଚ ଟମାଟୋ ପ୍ୟୁରି, ହଳଦୀ, ଧନିଆ ପାଉଡର, କାଶ୍ମୀରୀ ମିର୍ଚ୍ଚ ପାଉଡର, ଏକ ବଡ଼ ଚାମଚ କ୍ରିମ୍‌, ଜିରା, ଗରମମସଲା, ଲୁଣ ସ୍ୱାଦ ଅନୁସାରେ, ଧନିଆପତ୍ର, ଭଜା ହୋଇଥିବା କାଜୁ ।

ପ୍ରସ୍ତୁତି ପ୍ରଣାଳୀ:

ଏବେ ପ୍ରସ୍ତୁତ ହୋଇଗଲା ‘କାଜୁ ପନିର’ । ଏହା ପରେ ସେଥିରେ କଟା ଧନିଆପତ୍ର ପକାଇ ତାକୁ ଗାର୍ନିସ କରିସାରିବା ପରେ ପରଷନ୍ତୁ। ଏହାକୁ ଗରମ ଗରମ ରୁଟି ଓ ନାନ୍ ସହିତ ଖାଇଲେ ବେଶୀ ସୁଆଦିଆ ଲାଗିଥାଏ । 

kaju paneer recipe