କେବେ ଖାଇନଥିବେ ପନୀରର ଏହି ସୁଆଦିଆ ରେସିପି

ଘରେ ଆମେ ପନୀରର ବିଭିନ୍ନ ରେସିପି ପ୍ରସ୍ତୁତ କରିଥାଉ । ଆଜି ଆମେ ପନୀରର ଏକ ନୂଆ ରେସିପି ବିଷୟରେ କହିବୁ । ଏହି ରେସିପିର ନାଁ ହେଉଛି ‘ତାୱା ପନୀର’। ଏହି ରେସିପିଟିକୁ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ ।

tawa paneer recipe

News Summary

ସହଜ ଓ ସରଳ ଉପାୟରେ ବନାନ୍ତୁ ‘ତାୱା ପନୀର’

ଘରେ ଆମେ ପନିର୍‌ର ବିଭିନ୍ନ ରେସିପି ପ୍ରସ୍ତୁତ କରିଥାଉ । ଆଜି ଆମେ ପନିରର ଏକ ନୂଆ ରେସିପି ବିଷୟରେ କହିବୁ । ଏହି ରେସିପିର ନାଁ ହେଉଛି ‘ତାୱା ପନୀର’। ଏହି ରେସିପିଟିକୁ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।

‘ତାୱା ପନୀର’ ବନେଇବା ପାଇଁ ଆବଶ୍ୟକ ସାମଗ୍ରୀ:

ପନୀର,ଦହି,ଜିରା,ଜୁଆଣି,କସ୍ତୁରୀ ମେଥି,ପିଆଜ,ଅଦା,କଞ୍ଚା ଲଙ୍କା ପେଷ୍ଟ୍‌,ହଳଦୀ ଗୁଣ୍ଡ,ଲଙ୍କା ଗୁଣ୍ଡ,ଧନିଆ ଗୁଣ୍ଡ,ଗରମ ମସଲା ଗୁଣ୍ଡ,ଟମାଟୋ ସସ୍‌,କ୍ରିମ୍‌,ଲେମ୍ବୁ ରସ,ତେଲ,ଲୁଣ,ଧନିଆ ପତ୍ର ।

ପ୍ରସ୍ତୁତି ପ୍ରଣାଳୀ:

ଏବେ ପ୍ରସ୍ତୁତ ହୋଇଗଲା ସୁଆଦିଆ ‘ତାୱା ପନୀର’ । ସେଥିରେ କଟା ଧନିଆପତ୍ର ପକାଇ ତାକୁ ଗାର୍ନିସ କରନ୍ତୁ। ଏହି ରେସିପିଟିକୁ ରୁଟି କିମ୍ବା ନାନ୍ ସହିତ ଖାଇଲେ ବେଶୀ ସୁଆଦିଆ ଲାଗିଥାଏ । ଏହି ରେସିପିଟିକୁ ଘରେ ବନାଇ ନିଜେ ଖାଆନ୍ତୁ ଓ ଘର ଲୋକଙ୍କୁ ପରଷନ୍ତୁ ।

tawa paneer recipe