ଘରେ ବନାନ୍ତୁ ସ୍ୱାଦିଷ୍ଟ ‘ଦହି ମେଥି ଚିଙ୍ଗୁଡ଼ି’

ଘରେ ଆମେ ଚିଙ୍ଗୁଡ଼ିର ବିଭିନ୍ନ ରେସିପି ପ୍ରସ୍ତୁତ କରିଥାଉ । ତେବେ ଆଜି ଆମେ ଆପଣଙ୍କ ପାଇଁ ଚିଙ୍ଗୁଡ଼ିର ଏକ ନୂଆ ଓ ସ୍ୱାଦିଷ୍ଟ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ମେଥି ଚିଙ୍ଗୁଡ଼ି’। ଏହି ରେସିପିଟି ଆପଣ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ ।

Methi Prawns Recipe

News Summary

ସରଳ ଓ ସହଜ ଉପାୟରେ ବନାନ୍ତୁ ‘ଦହି ମେଥି ଚିଙ୍ଗୁଡ଼ି’

ଘରେ ଆମେ ଚିଙ୍ଗୁଡ଼ିର ବିଭିନ୍ନ ରେସିପି ପ୍ରସ୍ତୁତ କରିଥାଉ । ତେବେ ଆଜି ଆମେ ଆପଣଙ୍କ ପାଇଁ ଚିଙ୍ଗୁଡ଼ିର ଏକ ନୂଆ ଓ ସ୍ୱାଦିଷ୍ଟ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ମେଥି ଚିଙ୍ଗୁଡ଼ି’। ଏହି ରେସିପିଟି ଆପଣ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।

‘ଦହି ମେଥି ଚିଙ୍ଗୁଡ଼ି’ ବନେଇବା ପାଇଁ ସାମଗ୍ରୀ:

ଚିଙ୍ଗୁଡ଼ି ମାଛ, ଦହି, ମେଥି ଶାଗ, ଗୋଲମରିଚ ଗୁଣ୍ଡ, ଲେମ୍ବୁ ରସ, ବଟା ରସୁଣ, ଅଦା ପେଷ୍ଟ, କଟା ପିଆଜ, ଜିରା ଗୁଣ୍ଡ, ଲଙ୍କା ଗୁଣ୍ଡ, ଟମାଟୋ ପ୍ୟୁରି, ତେଲ ଓ ଲୁଣ ।

ପ୍ରସ୍ତୁତି ସାମଗ୍ରୀ:

ଏବେ ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ‘ ଦହି ମେଥି ଚିଙ୍ଗୁଡ଼ି’ । ଏହି ରେସିପିଟିକୁ ଆପଣ ଫ୍ୟାଏଡ୍ ରାଇସ କିମ୍ବା ରୁଟି ସହିତ ଖାଇଲେ ବେଶୀ ସୁଆଦିଆ ଲାଗିଥାଏ । ଏହି ରେସିପିଟିକୁ ଘରେ ବନାଇ ନିଜେ ଖାଆନ୍ତୁ ଓ ଘର ଲୋକଙ୍କୁ ପରଷନ୍ତୁ ।