Astrospeak
  • Live TV
  • Read In English

ଏହି ସବୁ ଖାଦ୍ୟରୁ ଦୂରେଇ ରୁହନ୍ତୁ ମଧୁମେହ ରୋଗୀ

ଡାଇବେଟିସ ହେବା ଦ୍ୱାରା ହୃଦଘାତ,ନର୍ଭ ଡ୍ୟାମେଜ୍,କୀଡନୀ ରୋଗ ଭଳି ଅନେକ ସମସ୍ୟା ଦେଖାଦେଇଥାଏ । ତେଣୁ ମଧୁମେହ ରୋଗୀ ମାନଙ୍କର ବିଶେଷ ଧ୍ୟାନ ଓ ଯତ୍ନ ନେବା ଆବଶ୍ୟକ ରହିଛି । ବିଶେଷ କରି ଖାଦ୍ୟ ଓ ପାନୀୟର ବିଶେଷ ଭାବେ ଧ୍ୟାନ ଦେବା ଜରୁରୀ ଅଟେ । ତେବେ ଚାଲନ୍ତୁ ଜାଣିବା ମଧୁମେହ ରୋଗୀମାନେ କେଉଁ ଖାଦ୍ୟରୁ ଦୂରେଇ ରହିବା ଆବଶ୍ୟକ ।

foods for diabetics
foods for diabetics

News Summary

ଚିପ୍ସ, ବିସ୍କୁଟ କିମ୍ବା ପେଷ୍ଟ୍ରିଜରୁ ଦୂରେଇ ରୁହନ୍ତୁ ମଧୁମେହ ରୋଗୀ

 ମଧୁମେହ ରୋଗୀ ମାନଙ୍କ ପାଇଁ ମିଠାଦହି ଖାଇବା ବିପଜ୍ଜନକ

ଯେତେବେଳେ ରକ୍ତରେ ଗ୍ଲୁକୋଜ କିମ୍ବା ଶର୍କରା ସ୍ତର ଅଧିକ ହୋଇଯାଏ, ସେତେବେଳେ ମଧୁମେହ ବା ଡାଇବେଟିସ ରୋଗ ହେବାର ଆଶଙ୍କା ବଢିଯାଏ । ଡାଇବେଟିସ ହେବା ଦ୍ୱାରା ହୃଦଘାତ,ନର୍ଭ ଡ୍ୟାମେଜ୍,କୀଡନୀ ରୋଗ ଭଳି ଅନେକ ସମସ୍ୟା ଦେଖାଦେଇଥାଏ । ତେଣୁ ମଧୁମେହ ରୋଗୀ ମାନଙ୍କର ବିଶେଷ ଧ୍ୟାନ ଓ ଯତ୍ନ ନେବା ଆବଶ୍ୟକ ରହିଛି । ବିଶେଷ କରି ଖାଦ୍ୟ ଓ ପାନୀୟର ବିଶେଷ ଭାବେ ଧ୍ୟାନ ଦେବା ଜରୁରୀ ଅଟେ । ତେବେ ଚାଲନ୍ତୁ ଜାଣିବା ମଧୁମେହ ରୋଗୀମାନେ କେଉଁ ଖାଦ୍ୟରୁ ଦୂରେଇ ରହିବା ଆବଶ୍ୟକ ।