ସ୍ୱାସ୍ଥ୍ୟ ପାଇଁ ଲବଙ୍ଗ ତେଲ,ଯନ୍ତ୍ରଣାରୁ ମିଳେ ଉପସମ

ଶରୀରର ବିଭିନ୍ନ ଯନ୍ତ୍ରଣା ପାଇଁ ଲବଙ୍ଗ ତେଲ ବହୁତ ଲାଭଦାୟକ ଅଟେ । ଆୟର୍ବେଦରେ ଲବଙ୍ଗ ଏକ ଔଷଧୀୟ ଦ୍ରବ୍ୟ ଅଟେ । ଲବଙ୍ଗର ତେଲ ଅନେକ ଯନ୍ତ୍ରଣା ଓ ଶରୀର ପିଡ଼ାରୁ ମୁକ୍ତି ଦେଇଥାଏ । ଲବଙ୍ଗ ତେଲରେ ଆଣ୍ଟି ଭାଇରାଲ୍ , ଆଣ୍ଟି ଫଙ୍ଗଲ ଓ ଆଣ୍ଟି ସେପଟିକ୍ ଗୁଣ ରହିଛି । ଯାହା ଶରୀରର ବାତ ପିତ ଓ ପାଚନ ସମ୍ବନ୍ଧୀୟ ସମସ୍ୟାରୁ ଆରାମ ଦେଇଥାଏ ଲବଙ୍ଗ ତେଲ ।

Clove oil for health

News Summary

ବ୍ରଣ ସମସ୍ୟାକୁ ଦୁର କରେ ଲବଙ୍ଗ ତେଲ

ଦାନ୍ତ ବିନ୍ଧାରୁ ମୁକ୍ତି ଦିଏ ଲବଙ୍ଗ ତେଲ

ମାନସିକ ଥକାପଣ ଦୂର କରେ ଲବଙ୍ଗ ତେଲ

ଶରୀରର ବିଭିନ୍ନ ଯନ୍ତ୍ରଣା ପାଇଁ ଲବଙ୍ଗ ତେଲ ବହୁତ ଲାଭଦାୟକ ଅଟେ । ଆୟର୍ବେଦରେ ଲବଙ୍ଗ ଏକ ଔଷଧୀୟ ଦ୍ରବ୍ୟ ଅଟେ । ଲବଙ୍ଗର ତେଲ ଅନେକ ଯନ୍ତ୍ରଣା ଓ ଶରୀର ପିଡ଼ାରୁ ମୁକ୍ତି ଦେଇଥାଏ । ଲବଙ୍ଗ ତେଲରେ ଆଣ୍ଟି ଭାଇରାଲ୍ , ଆଣ୍ଟି ଫଙ୍ଗଲ ଓ ଆଣ୍ଟି ସେପଟିକ୍ ଗୁଣ ରହିଛି । ଯାହା ଶରୀରର ବାତ ପିତ ଓ ପାଚନ ସମ୍ବନ୍ଧୀୟ ସମସ୍ୟାରୁ ଆରାମ ଦେଇଥାଏ ଲବଙ୍ଗ ତେଲ । ଚାଲନ୍ତୁ ଜଣିବା ଲବଙ୍ଗ ତେଲର ବହୁ ଉପକାରିତା ବିଷୟରେ...