Advertisment

ଶୋଇବା ପୂର୍ବରୁ ପିଅନ୍ତୁ ଲବଙ୍ଗ ପାଣି, ଦୂରେଇ ଯିବ କରୋନା

ଭାରତୀୟ ଖାଦ୍ୟ ବନାଇବା ବେଳେ କେତେ ପ୍ରକାର ମସଲା ବ୍ୟବହାର କରାଯାଇଥାଏ । ଯେଉଁଥି ପାଇଁ ଖାଦ୍ୟର ଭିନ୍ନ ଭିନ୍ନ ସ୍ୱାଦ ଆସି ଥାଏ। ସେଥି ମଧ୍ୟରୁ ଲବଙ୍ଗ ଏକ ଏପରି ମସଲା ଯାହା ସମସ୍ତଙ୍କ ଘରେ ଖାଦ୍ୟ ଠାରୁ ଆରମ୍ଭ କରି ସବୁ ପ୍ରକାରର ଜିନିଷରେ ବ୍ୟବହାର କରାଯାଏ । ଏହାର ସ୍ୱାଦ ଭଲ ହେବା ସହ ଏହା ଶରୀର ପାଇଁ ବହୁତ ଲାଭକାରୀ ହୋଇଥାଏ ।

author-image
Pallipuspa Samal
ଅଦ୍ୟତନ ହୋଇଛି
clove water benefits

clove water benefits

ଲବଙ୍ଗରେ ଭିଟାମିନ ସି, ଫାଇବର, ମେଙ୍ଗାନିଜ, ଏଣ୍ଟିଅକ୍ସିଡାଣ୍ଟ ଓ ଭିଟାମିନ ରହିଥାଏ । ତେଣୁ ଥଣ୍ଡା ଦିନରେ ବା ମହାମାରୀ କୋଭିଡ ସମୟରେ ଲବଙ୍ଗ ଶରୀର ପାଇଁ ବହୁତ ଲାଭ ଦାୟକ ହୋଇଥାଏ । ତେବେ ଆସନ୍ତୁ ଜାଣିବା ଲବଙ୍ଗର ଲାଭକାରୀ ଗୁଣ ସମ୍ପର୍କରେ ।

Advertisment
  • କରୋନା ସମୟରେ କାଶ,ଥଣ୍ଡା ଓ ଜ୍ୱରରୁ ରକ୍ଷା ମଧ୍ୟ ପାଇବା ପାଇଁ ଲବଙ୍ଗ ପାଣି ବହୁତ ସହାୟକ ହୋଇଥାଏ ।
  • ଏହା ସହ ସମସ୍ତ ରୋଗ ସମସ୍ୟା ଦୂର ହୋଇଥାଏ ।
  • ଲବଙ୍ଗ ଆପଣଙ୍କୁ ମାନସିକ ଚାପରୁ ରକ୍ଷା କରିବା ସହ ଦେହରେ ଇନଫ୍ଲାମେଶନ କମ କରିଥାଏ ।
  • ଏଥି ସହିତ ସଂକ୍ରମଣକୁ ରୋକିବାରେ ମଧ୍ୟ ସହାୟକ ହୋଇଥାଏ ।
  • ଏଥିରେ ଥିବା ଆଣ୍ଟି ବ୍ୟାକ୍ଟେରିଆଲ ଗୁଣ ଯାହା ସଂକ୍ରମଣକୁ ରୋକିବା ସହ ହାନିକାରକ ବ୍ୟାକ୍ଟେରିଆକୁ ମାରିଥାଏ ।
  • ଯଦି ପ୍ରତିଦିନ ସକାଳୁ ଖାଲି ପେଟରେ ଦୁଇଟି ଲବଙ୍ଗ ଖାଆନ୍ତି ତେବେ କରୋନା ବ୍ୟତୀତ ଅନ୍ୟ ସମସ୍ତ ରୋଗ ଠାରୁ ମଧ୍ୟ ଦୂରରେ ରହିବେ ।

କେମିତି ବନାଇବେ ଲବଙ୍ଗ ପାଣି:

  • ରାତିରେ ଶୋଇବା ପୂର୍ବରୁ ଏକ ଗ୍ଲାସ ପାଣିରେ ୨ ରୁ ୩ଟି ଲବଙ୍ଗ ପକାଇ ଭଲଭାବେ ଫୁଟାଇ ଦିଅନ୍ତୁ ।
  • ୫ ମିନିଟ ଫୁଟିଇବା ପରେ ଏହାକୁ ଥଣ୍ଡା କରନ୍ତୁ ।
  • ଅଳ୍ପ ଉଷୁମ ଥିବା ବେଳେ ଏହାକୁ ପିଅନ୍ତୁ ।
Advertisment
Benifits Of ClovesBenifits Of Cloves
Health News
Advertisment
Advertisment