ଶୋଇବା ପୂର୍ବରୁ ପିଅନ୍ତୁ ଲବଙ୍ଗ ପାଣି, ଦୂରେଇ ଯିବ କରୋନା

ଭାରତୀୟ ଖାଦ୍ୟ ବନାଇବା ବେଳେ କେତେ ପ୍ରକାର ମସଲା ବ୍ୟବହାର କରାଯାଇଥାଏ । ଯେଉଁଥି ପାଇଁ ଖାଦ୍ୟର ଭିନ୍ନ ଭିନ୍ନ ସ୍ୱାଦ ଆସି ଥାଏ। ସେଥି ମଧ୍ୟରୁ ଲବଙ୍ଗ ଏକ ଏପରି ମସଲା ଯାହା ସମସ୍ତଙ୍କ ଘରେ ଖାଦ୍ୟ ଠାରୁ ଆରମ୍ଭ କରି ସବୁ ପ୍ରକାରର ଜିନିଷରେ ବ୍ୟବହାର କରାଯାଏ । ଏହାର ସ୍ୱାଦ ଭଲ ହେବା ସହ ଏହା ଶରୀର ପାଇଁ ବହୁତ ଲାଭକାରୀ ହୋଇଥାଏ ।

clove water benefits

News Summary

ମାନସିକ ଚାପରୁ ରକ୍ଷା କରେ ଲବଙ୍ଗ 

ଲବଙ୍ଗରେ ଭିଟାମିନ ସି, ଫାଇବର, ମେଙ୍ଗାନିଜ, ଏଣ୍ଟିଅକ୍ସିଡାଣ୍ଟ ଓ ଭିଟାମିନ ରହିଥାଏ । ତେଣୁ ଥଣ୍ଡା ଦିନରେ ବା ମହାମାରୀ କୋଭିଡ ସମୟରେ ଲବଙ୍ଗ ଶରୀର ପାଇଁ ବହୁତ ଲାଭ ଦାୟକ ହୋଇଥାଏ । ତେବେ ଆସନ୍ତୁ ଜାଣିବା ଲବଙ୍ଗର ଲାଭକାରୀ ଗୁଣ ସମ୍ପର୍କରେ ।

କେମିତି ବନାଇବେ ଲବଙ୍ଗ ପାଣି:

Benifits Of Cloves