ସ୍ୱାସ୍ଥ୍ୟ ପାଇଁ କାକୁଡ଼ି,ଜାଣନ୍ତୁ ଏହାର ଲାଭଦାୟକ ଗୁଣ

ଶରୀର ପାଇଁ କଞ୍ଚା ପନିପରିବା ଓ ଫଳ ଖାଇବା ଅତ୍ୟ ଲାଭଦାୟକ ଅଟେ । ସେହି ମଧ୍ୟରେ କାକୁଡ଼ି ଶରୀର ପାଇଁ ବହୁ ଉପଯୋଗୀ ଓ ଲାଭଦାୟକ ହୋଇଥାଏ । କାକୁଡ଼ିରେ ବିଭିନ୍ନ ପୋଷକ ତତ୍ତ୍ୱ ରହିଛି ଯାହା ଶରୀରରେ କ୍ୟାଲୋରୀ, ଚର୍ବି, କୋଲେଷ୍ଟ୍ରଲକୁ କମ୍ କରିଥାଏ । କାକୁଡ଼ିରେ ଅଧିକାଂଶ ଜଳର ପରିମାଣ ଅଧିକ ରହିଥାଏ । ଯାହା ବ୍ୟାୟାମ ପରେ ଡିହାଇଡ୍ରେସନ୍ ରୋକିବାରେ ସାହାଯ୍ୟ କରିଥାଏ ।

Cucumbers for Health

News Summary

କାକୁଡ଼ି ରକ୍ତରେ ଶର୍କରା ସ୍ତରକୁ ବଜାୟ ରଖିବାରେ ସାହାଯ୍ୟ କରେ

ହାଡ଼କୁ ମଜବୁତ କରାଏ କାକୁଡ଼ି

ଶରୀର ପାଇଁ କଞ୍ଚା ପନିପରିବା ଓ ଫଳ ଖାଇବା ଅତ୍ୟ ଲାଭଦାୟକ ଅଟେ । ସେହି ମଧ୍ୟରେ କାକୁଡ଼ି ଶରୀର ପାଇଁ ବହୁ ଉପଯୋଗୀ ଓ ଲାଭଦାୟକ ହୋଇଥାଏ । କାକୁଡ଼ିରେ ମୃଦୁ, ସତେଜ ସ୍ୱାଦ ଏବଂ ଅଧିକ ଜଳୀୟ ପଦାର୍ଥ ରହିଥାଏ ।  କାକୁଡିରେ ବିଭିନ୍ନ ପୋଷକ ତତ୍ତ୍ୱ ରହିଛି ଯାହା ଶରୀରରେ କ୍ୟାଲୋରୀ, ଚର୍ବି, କୋଲେଷ୍ଟ୍ରଲକୁ କମ୍ କରିଥାଏ । କାକୁଡ଼ିରେ ଅଧିକାଂଶ ଜଳର ପରିମାଣ ଅଧିକ ରହିଥାଏ । ଯାହା ବ୍ୟାୟାମ ପରେ ଡିହାଇଡ୍ରେସନ୍ ରୋକିବାରେ ସାହାଯ୍ୟ କରିଥାଏ । ତେବେ ଚାଲନ୍ତୁ ଜାଣିବା କାକୁଡ଼ିର ବିଭିନ୍ନ ଲାଭଦାୟକ ଗୁଣ ବିଷୟରେ...