• Astrospeak
  • Live TV
  • Read In English

ମାଂସପେଶୀ ଏବଂ ହାଡ ମଜବୁତ କରେ ସୋରିଷ ତେଲ, ଜାଣନ୍ତୁ ଏହାର ଅନେକ ଲାଭଦାୟକ ଗୁଣ

କର୍ମମୟ ଜୀବନ ଭିତରେ ଆମେମାନେ ନିଜକୁ ସମୟ ଦେଇପାରୁନା । ବିଶେଷକରି ମହିଳାମାନେ ନିଜର ବିଶେଷ ଯତ୍ନ ନେଇପାରନ୍ତି ନାହିଁ । ଏହି କାରଣରୁ, ଅନେକ ମହିଳା ପ୍ରାୟତଃ କ୍ଲାନ୍ତ ଏବଂ ଅସ୍ଥିର ଅନୁଭବ କରିଥାନ୍ତି । ଏକ ସହଜ ଉପାୟ ଦ୍ୱାରା ଆପଣ ଏଥିରୁ ମୁକ୍ତି ପାଇ ପାରିବେ । ଶରୀର ପାଇଁ ରାମବାଣ ଭଳି କାମ କରେ ସୋରିଷ ତେଲ । ସୋରିଷ ତେଲରେ ଭିଟାମିନ୍, ଆଣ୍ଟି-ଅକ୍ସିଡାଣ୍ଟ, କ୍ୟାଲସିୟମ୍, ଆଇରନ୍ ଇତ୍ୟାଦି ଔଷଧୀୟ ଗୁଣ ଭରପୂର ରହିଥାଏ । ଏହା ଶରୀରର ମାଂସପେଶୀ ଏବଂ ହାଡକୁ ମଜବୁତ କରିଥାଏ । ସୋରିଷ ତେଲରେ ଶରୀରକୁ ମାଲିସ୍ କରିବା ଦ୍ୱାରା ରକ୍ତ ସଞ୍ଚାଳନରେ ଉନ୍ନତି ହୋଇଥାଏ ।

benefits of mustard oil
benefits of mustard oil

News Summary

ଦୃଷ୍ଟି ଶକ୍ତି ବଢାଇବାରେ ସାହାଯ୍ୟ କରେ ସୋରିଷ ତେଲ

ଅତିରିକ୍ତ ଚର୍ବିକୁ ହ୍ରାସ କରିବାରେ ସାହାଯ୍ୟ କରେ ସୋରିଷ ତେଲ

କର୍ମମୟ ଜୀବନ ଭିତରେ ଆମେମାନେ ନିଜକୁ ସମୟ ଦେଇପାରୁନା । ବିଶେଷକରି ମହିଳାମାନେ ନିଜର ବିଶେଷ ଯତ୍ନ ନେଇପାରନ୍ତି ନାହିଁ । ଏହି କାରଣରୁ, ଅନେକ ମହିଳା ପ୍ରାୟତଃ କ୍ଲାନ୍ତ ଏବଂ ଅସ୍ଥିର ଅନୁଭବ କରିଥାନ୍ତି । ଏକ ସହଜ ଉପାୟ ଦ୍ୱାରା ଆପଣ ଏଥିରୁ ମୁକ୍ତି ପାଇ ପାରିବେ । ଶରୀର ପାଇଁ ରାମବାଣ ଭଳି କାମ କରେ ସୋରିଷ ତେଲ । ସୋରିଷ ତେଲରେ ଭିଟାମିନ୍, ଆଣ୍ଟି-ଅକ୍ସିଡାଣ୍ଟ, କ୍ୟାଲସିୟମ୍, ଆଇରନ୍ ଇତ୍ୟାଦି ଔଷଧୀୟ ଗୁଣ ଭରପୂର ରହିଥାଏ । ଏହା ଶରୀରର ମାଂସପେଶୀ ଏବଂ ହାଡକୁ ମଜବୁତ କରିଥାଏ । ସୋରିଷ ତେଲରେ ଶରୀରକୁ ମାଲିସ୍ କରିବା ଦ୍ୱାରା ରକ୍ତ ସଞ୍ଚାଳନରେ ଉନ୍ନତି ହୋଇଥାଏ ।

ସୋରିଷ ତେଲର ଉପକାରିତା