ଅଦ୍ୟତନ ହୋଇଛି
Ayushman Bharat Yojana
Advertisment
ଆସନ୍ତାକାଲିଠାରୁ ସାରା ଭାରତରେ ଲାଗୁ ହେବ ଆୟୁଷ୍ମାନ ଭାରତ ୭୦+ । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭାରମ୍ଭ କରିବେ । ଯୋଜନା ସଂପର୍କରେ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।
Advertisment
ସାରା ଦେଶରେ ୭୦ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ଲୋକ ଏହାର ସୁବିଧା ପାଇବେ । ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସମସ୍ତଙ୍କୁ କାର୍ଡ ଇସ୍ୟୁ କରାଯିବ । ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାରେ ଗୋଟିଏ କାର୍ଡ ରହିବ । ପୁରୁଣା କାର୍ଡରେ ୯୫୦, ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲରୁ ସୁବିଧା ରହିବ କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1730101282.jpg)