ଅଦ୍ୟତନ ହୋଇଛି
Joe Biden
Advertisment
ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ କାରକେଡ୍ ସହ କାର ଧକ୍କା । ତେବେ ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଲେ ଆମେରିକା ରାଷ୍ଟ୍ରପତି ଓ ତାଙ୍କ ପତ୍ନୀ । ରବିବାର ଏହି ଘଟଣା ଘଟିଛି । କାରକେଡ୍ ସହ ଦୁର୍ଘଟଣା ଘଟିଥିବା କାର ବାଇଡେନ୍ଙ୍କ ଗାଡ଼ିଠାରୁ ମାତ୍ର ୧୩୦ ମିଟର ଦୂରରେ ଥିଲା । ସୁରକ୍ଷାକର୍ମୀ ତୁରନ୍ତ ବାଇଡେନ୍ ଓ ତାଙ୍କ ପତ୍ନୀଙ୍କୁ ଉଦ୍ଧାର କରି ଘଟଣା ସ୍ଥଳରୁ ଅନ୍ୟତ୍ର ସ୍ଥାନାନ୍ତର କରିଥିଲେ ।
Advertisment
ଏହି ଘଟଣାର ତଦନ୍ତ କରୁଛି ଆମେରିକାର ସିକ୍ରେଟ ସର୍ଭିସ । ଦୁର୍ଘଟଣା ଘଟାଇଥିବା ଗାଡ଼ିରେ ଲାଗିଥିଲା VVIP ନମ୍ବର ପ୍ଲେଟ । ତେବେ ଦୁର୍ଘଟଣା ଘଟାଇଥିବା ବ୍ୟକ୍ତିଙ୍କୁ ହେପାଜତକୁ ନେଇ ତଦନ୍ତ କରୁଛି ପୋଲିସ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Joe_Biden_1702874765.jpg)