Advertisment

ଆମେରିକା ଆଲାସ୍କାରେ ଶକ୍ତିଶାଳୀ ଭୂକଂପ ଝଟକା

ଆମେରିକାରେ ଅନୁଭୂତ ହୋଇଛି ଶକ୍ତିଶାଳୀ ଭୂକମ୍ପ।

Earthquake

Earthquake

Advertisment

ଆମେରିକାର ଆଲାସ୍କାରେ ଶକ୍ତିଶାଳୀ ଭୂକଂପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଯାହାର ତୀବ୍ରତା ୭.୪ ରହିଛି । ତେବେ କ୍ଷୟକ୍ଷତିର କୌଣସି ସୂଚନା ମିଳିନାହିଁ । ଭୂକଂପ ଝଟକା ପରେ ସୁନାମୀ ସତର୍କତା ଜାରି ହୋଇଛି ।

Advertisment
Earthquake
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ