Advertisment

ଆଉ ନାହାନ୍ତି ବ୍ରିଟେନ୍ ରାଣୀ ଏଲିଜାବେଥ୍

ଉଭୟ ବିଦାୟୀ ଏବଂ ନୂତନ ପ୍ରଧାନମନ୍ତ୍ରୀ ସ୍କଟଲ୍ୟାଣ୍ଡ ଯାଇ ମହାରାଣୀଙ୍କୁ ଭେଟିଥିଲେ।

Queen Elizabeth II

Queen Elizabeth II

Advertisment

ଆଉ ନାହାନ୍ତି ବ୍ରିଟେନ୍ ରାଣୀ ଏଲିଜାବେଥ୍। ତାଙ୍କ ସ୍ବାସ୍ଥ୍ୟବସ୍ଥା ଅତି ଗୁରତର ଥିବା ଅବ୍ବସ୍ଥାରେ ୯୬ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଛି। ୯୬ ବର୍ଷିୟା ଏଲିଜାବେଥ୍ ବାର୍ଦ୍ଧକ୍ୟଜନିତ ଅସୁୂସ୍ଥତା କାରଣରୁ ରାଜଧାନୀ ଲଣ୍ଡନ ଛାଡ଼ି ସେ ସ୍କଟଲ୍ୟାଣ୍ଡରେ ରହୁଥିଲେ। ବ୍ରିଟେନ୍ ପ୍ରଧାନମନ୍ତ୍ରୀ ପରିବର୍ତ୍ତନ ହୋଇଥିଲେ ସୁଦ୍ଧା ସେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇପାରିନଥିଲେ। ଉଭୟ ବିଦାୟୀ ଏବଂ ନୂତନ ପ୍ରଧାନମନ୍ତ୍ରୀ ସ୍କଟଲ୍ୟାଣ୍ଡ ଯାଇ ମହାରାଣୀଙ୍କୁ ଭେଟିଥିଲେ। 

Advertisment
Queen Elizabeth II
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ