OTET Results
୨୦୨୨ OTET ପରୀକ୍ଷା ଫଳ ପ୍ରକାଶ କଲା BSE । www.bseodisha.ac.in ରେ ପରୀକ୍ଷାର୍ଥୀ ନିଜ ରେଜଲ୍ଟ ଦେଖିପାରିବେ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।
ଥରେ OTET(Odisha Teacher Eligibility Test) ରେ ସଫଳ ହେଲେ ଆଉ ପରୀକ୍ଷା ଦେବାକୁ ପଡ଼ିବ ନାହିଁ । ପୂର୍ବରୁ OTETର ବୈଧତା ୭ ବର୍ଷ ଥିବାବେଳେ ରାଜ୍ୟ ସରକାର ଏହାକୁ ଲାଇଫ ଟାଇମ ପାଇଁ ବଢ଼ାଇ ଦେଇଛନ୍ତି ।
ଯେଉଁ ପ୍ରାର୍ଥୀ ଥରେ OTETରେ ସଫଳ ହେବେ ସେ ଶିକ୍ଷକତା ପାଇଁ ଆବେଦନ କରିବାକୁ ଯୋଗ୍ୟ ବିବେଚିତ ହେବେ । ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ଶିକ୍ଷକତା ପାଇଁ OTETରେ ଯୋଗ୍ୟ ପ୍ରାର୍ଥୀ ଆବେଦନ କରିପାରିବେ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଥିଲା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1693483742.jpg)