Advertisment

AAI Recruitment 2025: ବିମାନବନ୍ଦରରେ ଚାକିରି ସୁଯୋଗ; ଜାଣନ୍ତୁ କେଉଁମାନେ କରିବେ ଆବେଦନ

AAI ରେ ଚାକିରି ସୁଯୋଗ। ଏନେଇ AAI ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

author-image
Pramod Behera
ଅଦ୍ୟତନ ହୋଇଛି
AAI Recruitment 2025 apply for 307 post

AAI Recruitment 2025 apply for 307 post

ବିମାନବନ୍ଦରରେ କିଏ ବା ଚାକିରି କରିବାକୁ ନ ଚାହେଁ। ପ୍ରାୟ ଉଚ୍ଚ ଶିକ୍ଷିତଙ୍କ ଏଠାରେ ଚାକିରି କରିବାର ଆଶା ଥାଏ। ଆପଣ ଯଦି ସେମାନଙ୍କ ମଧ୍ୟରୁ ଜଣେ ତେବେ ଏହି ଖବର ଆପଣଙ୍କ ପାଇଁ। ଏହି ସୁଯୋଗ ନେଇଆସିଛି ଭାରତୀୟ ବିମାନ ବନ୍ଦର ପ୍ରାଧିକରଣ(AAI)। ଏନେଇ AAI ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ AAI ରେ ଆସିଷ୍ଟାଣ୍ଟ୍ ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏନେଇ ଉଭୟ ମହିଳା ଓ ପୁରୁଷ ଆବେଦନ କରିପାରିବେ। ସ୍ନାତକ ଓ ଡିପ୍ଲୋମା କରିଥିବା ପ୍ରାର୍ଥୀ ଏହାର ସୁଯୋଗ ନେଇପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୩୦୦ରୁ ଅଧିକ ପଦବୀ ପୂରଣ ହେବ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ AAI ର ଅଫିସିଆଲ୍ ୱେବ୍‌ସାଇଟ୍‌ aai.aero କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ AAI Recruitment 2025 apply for 307 post Notificationରେ କ୍ଲିକ୍ କରି ଦେଖିପାରିବେ।

Advertisment

ଅଧିକ ପଢ଼ନ୍ତୁ: ପୂରଣ ହେବ ଇଞ୍ଜିନିୟରିଂ ପଦବୀ; ଦରମା ୧ଲକ୍ଷ ୪୦ହଜାର

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୦୪ ଫେବୃଆରୀ ୨୦୨୫
  • ଅନ୍‌ଲାଇନ୍ ଆବେଦନ ଶେଷ – ୦୫ ମାର୍ଚ୍ଚ ୨୦୨୫
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଖାଲି ପଦବୀ:

  • ଜୁନିଅର କାର୍ଯ୍ୟନିର୍ବାହୀ– ୮୩ଟି ପୋଷ୍ଟ୍‌
  • ଅଣ କାର୍ଯ୍ୟନିର୍ବାହୀ – ୨୨୪ଟି ପୋଷ୍ଟ୍‌
  • ମୋଟ ପଦବୀ – ୩୦୭ଟି ପୋଷ୍ଟ୍‌
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଯୋଗ୍ୟତା:

  • ବିଭିନ୍ନ ପଦବୀ ପାଇଁ ଶିକ୍ଷାଗତ ଯୋଗ୍ୟତା ମଧ୍ୟ ଭିନ୍ନ ଅଛି
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବାଧିକ ବୟସ – ୩୦ ବର୍ଷ
  • ବୟସ ଗଣନା ୦୫।୦୩।୨୦୨୫ ଅନୁସାରେ ହେବ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଦରମା:

  • ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ OBC – ୧୦୦୦ଟଙ୍କା
  • ଅନ୍ୟମାନେ – ଦେୟମୁକ୍ତ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଅଧିକ ପଢ଼ନ୍ତୁ: IOCLରେ ଚାକିରି; ଦଶମ ପାଶ କରିଥିବା ପ୍ରାର୍ଥୀ ବି ସୁଯୋଗ ପାଇବେ

ଚୟନ ପ୍ରକ୍ରିୟା:

  • ଲିଖିତ ପରୀକ୍ଷା
  • କମ୍ପ୍ୟୁଟର ଟେଷ୍ଟ୍
  • ଶାରିରୀକ ଟେଷ୍ଟ୍
  • ଡକ୍ୟୁମେଣ୍ଟ୍ ଯାଞ୍ଚ

କିପରି କରିବେ ଆବେଦନ:

  • ଅଫିସିଆଲ୍ ୱେବସାଇଟ୍ aai.aero କୁ ଯାଆନ୍ତୁ
  • ହୋମ୍‌ପେଜ୍‌ରେ “Non-Executive" or "Junior Executive” ଉପରେ କ୍ଲିକ୍ କରନ୍ତୁ
  • ଏହା ପରେ ଆବେଦନ ଫର୍ମ ପୂରଣ କରନ୍ତୁ
  • ଫଟୋ ଏବଂ ଡକ୍ୟୁମେଣ୍ଟ୍ ଅପ୍‌ଲୋଡ୍ କରନ୍ତୁ
  • ଆବେଦନ ଫିସ୍ ଦିଅନ୍ତୁ
  • ‘Submit’ ବଟନ୍‌ରେ କ୍ଲିକ୍ କରନ୍ତୁ
  • ଭବିଷ୍ୟତ ପ୍ରମାଣ ପାଇଁ ଦାଖଲ ହୋଇଥିବା ଆବେଦନର ଏକ କପି ପ୍ରିଣ୍ଟ୍ କରି ରଖନ୍ତୁ

ଅଧିକ ପଢ଼ନ୍ତୁ: ଏହି Degrees କରିବାକୁ ଚିନ୍ତା କରୁଛନ୍ତି କି… ବେକାର ହୋଇପାରେ କ୍ୟାରିୟର୍

Govt Jobs Job Search Job Seekers AAI AAI Recruitment
Advertisment
Advertisment