Advertisment

BEL Engineering Recruitment 2024: BELରେ ଚାକିରି ସୁଯୋଗ; ପୂରଣ ହେବ ଇଂଜିନିୟର୍ ପଦବୀ

ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ୍‌(BEL)ରେ ବିଭିନ୍ନ ପଦବୀ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ BEL ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

author-image
Pramod Behera
BEL Engineering  Recruitment 2024 Post apply for 78 post

BEL Engineering Recruitment 2024 Post apply for 78 post

ସରକାରୀ ଚାକିରି ଖୋଜୁଥିବା ଯୁବକଙ୍କ ପାଇଁ ଖୁସି ଖବର। ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ୍‌(BEL)ରେ ବିଭିନ୍ନ ପଦବୀ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ BEL ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ BELରେ ଇଂଜିନିୟରିଂ ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏହି ନିଯୁକ୍ତି ମାଧ୍ୟମରେ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏନେଇ ୭୮ଟି ପଦବୀ ପୂରଣ ହେବ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ BELର ଅଫିସିଆଲ୍ ୱେବ୍‌ସାଇଟ୍‌ bel-india.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏଇ ଲିଙ୍କ୍ BEL Engineering Recruitment 2024 Post apply for 78 post Notification ଉପରେ କ୍ଲିକ୍ କରି ଦେଖିପାରିବେ।

Advertisment

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ଚାଲିଛି
  • ଅନ୍‌ଲାଇନ୍ ଆବେଦନ ଶେଷ – ୨୪ ନଭେମ୍ବର ୨୦୨୪
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଖାଲି ପଦବୀ:

  • SC – ୧୩ଟି ପୋଷ୍ଟ୍‌
  • ST – ୫ଟି ପୋଷ୍ଟ୍‌
  • OBC – ୨୧ଟି ପୋଷ୍ଟ୍‌
  • EWS – ୪ଟି ପୋଷ୍ଟ୍‌
  • UR – ୩୫ଟି ପୋଷ୍ଟ୍‌
  • ମୋଟ୍ – ୭୮ଟି ପୋଷ୍ଟ୍
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଯୋଗ୍ୟତା:

  • ପଦ ଅନୁସାରେ ସ୍ନାତକ / ସ୍ନାତକୋତ୍ତର / ବି.ଏସ୍.ସି. / ବିଇ/ ବିଟେକ୍ / ଏମ୍‌ସିଏ / ଏମଏମସି ଇତ୍ୟାଦି
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୨୮ ବର୍ଷ
  • ସର୍ବାଧିକ ବୟସ – ୪୫ ବର୍ଷ
  • ବୟସ ଗଣନା ୦୧।୧୦।୨୦୨୪ ଅନୁସାରେ ହେବ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ସିନିୟର ଫିଲ୍ଡ ଅପରେସନ୍ ଇଂଜିନିୟର ଏବଂ ଫିଲ୍ଡ ଅପରେସନ୍ ଇଂଜିନିୟର ପୋଷ୍ଟ – ୪୫୦ଟଙ୍କା
  • ପ୍ରୋଜେକ୍ଟ ଇଂଜିନିୟର – ୪୦୦ଟଙ୍କା
  • ଟ୍ରେନି ଇଂଜିନିୟର – ୧୫୦ଟଙ୍କା
  • SC/ST /PWBD/– ଦେୟମୁକ୍ତ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ଲିଖିତ ପରୀକ୍ଷା
  • ଡକ୍ୟୁମେଣ୍ଟ୍ ଯାଞ୍ଚ

କିପରି କରିବେ ଆବେଦନ:

  • ଅଫିସିଆଲ୍ ୱେବସାଇଟ୍ bel-india.in କୁ ଯାଆନ୍ତୁ
  • ହୋମ୍‌ପେଜ୍‌ରେ, Career ବିଭାଗରେ ନିଯୁକ୍ତି ସମ୍ବନ୍ଧିତ Click below link for Application ଉପରେ କ୍ଲିକ୍ କରନ୍ତୁ
  • ପଦବୀ ଚୟନ କରନ୍ତୁ
  • ଆବଶ୍ୟକ ବିବରଣୀ ପୂରଣ କରନ୍ତୁ
  • ଫଟୋ ଏବଂ ଡକ୍ୟୁମେଣ୍ଟ୍ ଅପଲୋଡ୍ କରନ୍ତୁ
  • ଆବେଦନ ଶୁଳ୍କ ଦିଅନ୍ତୁ
  • ‘Submit’ ବଟନ୍‌ରେ କ୍ଲିକ୍ କରନ୍ତୁ
  • ଭବିଷ୍ୟତ ପ୍ରମାଣ ପାଇଁ ଦାଖଲ ହୋଇଥିବା ଆବେଦନର ଏକ କପି ପ୍ରିଣ୍ଟ୍ କରି ରଖନ୍ତୁ
Govt Jobs Job Search Job Seekers
Advertisment
Advertisment