Astrospeak
  • Live TV
  • Read In English

BEL Engineering Recruitment 2024: BELରେ ଚାକିରି ସୁଯୋଗ; ପୂରଣ ହେବ ଇଂଜିନିୟର୍ ପଦବୀ

ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ୍‌(BEL)ରେ ବିଭିନ୍ନ ପଦବୀ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ BEL ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

BEL Engineering  Recruitment 2024 Post apply for 78 post
BELରେ ଚାକିରି ସୁଯୋଗ; ପୂରଣ ହେବ ଇଂଜିନିୟର୍ ପଦବୀ

ସରକାରୀ ଚାକିରି ଖୋଜୁଥିବା ଯୁବକଙ୍କ ପାଇଁ ଖୁସି ଖବର। ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ୍‌(BEL)ରେ ବିଭିନ୍ନ ପଦବୀ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ BEL ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

ଏହି ନିଯୁକ୍ତି ମାଧ୍ୟମରେ BELରେ ଇଂଜିନିୟରିଂ ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏହି ନିଯୁକ୍ତି ମାଧ୍ୟମରେ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏନେଇ ୭୮ଟି ପଦବୀ ପୂରଣ ହେବ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ BELର ଅଫିସିଆଲ୍ ୱେବ୍‌ସାଇଟ୍‌ bel-india.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏଇ ଲିଙ୍କ୍ BEL Engineering Recruitment 2024 Post apply for 78 post Notification ଉପରେ କ୍ଲିକ୍ କରି ଦେଖିପାରିବେ।

ଗୁରୁତ୍ୱପୂର୍ଣ୍ଣ ତାରିଖ:

ଖାଲି ପଦବୀ:

ଯୋଗ୍ୟତା:

ବୟସ ସୀମା:

ଆବେଦନ ଶୁଳ୍କ:

ଚୟନ ପ୍ରକ୍ରିୟା:

କିପରି କରିବେ ଆବେଦନ: