Advertisment

BEL Probationary Engineer Recruitment 2025: ପୂରଣ ହେବ ପ୍ରୋବେସନାରୀ ଇଞ୍ଜିନିୟର ପଦବୀ; ଦରମା ୧.୪ ଲ‍କ୍ଷ

ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ୍ ଆପଣଙ୍କ ପାଇଁ ନେଇ ଆସିଛି ସୁଯୋଗ। ଇଞ୍ଜିନିୟର ପଦବୀ ପୂରଣ ହେବ। ଏନେଇ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

ଅଦ୍ୟତନ ହୋଇଛି
BEL Probationary Engineer Recruitment 2025

BEL Probationary Engineer Recruitment 2025

Advertisment

ଭାରତ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ୍(BEL)ରେ ଚାକିରି କରିବା ପାଇଁ ଅନେକ ଯୁବକ ଆଶା ବାନ୍ଧି ବସିଥାନ୍ତି। ଆପଣ ଯଦି BELରେ ଚାକିରି କରିବାକୁ ସ୍ୱପ୍ନ ଦେଖୁଛନ୍ତି ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଏନେଇ BEL ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ BELରେ ପ୍ରୋବେସନାରୀ ଇଞ୍ଜିନିୟର ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୩୫୦ଟି ପଦବୀ ପୂରଣ ହେବ।

ଅଧିକ ପଢ଼ନ୍ତୁ: ଭାରତୀୟ ସେନାରେ ଚାକିରି ସୁଯୋଗ: ଦରମା ୨ଲ‍କ୍ଷ ୫୦ହଜାର

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ ଭାରତୀୟ BELର ଅଫିସିଆଲ୍ ୱେବ୍‌ସାଇଟ୍‌ bel-india.inକୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ BEL Probationary Engineer Recruitment 2025 apply for 350 post Notificationରେ କ୍ଲିକ୍ କରି ଦେଖିପାରିବେ।

Advertisment

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଶେଷ – ୧୦ ଜାନୁଆରୀ ୨୦୨୫
  • ହାର୍ଡ କପି ଆବେଦନ ଶେଷ – ୩୦ ଜାନୁଆରୀ ୨୦୨୫
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଖାଲି ପଦବୀ:

  • ପ୍ରୋବେସନାରୀ ଇଞ୍ଜିନିୟର (ଇଲେକ୍ଟ୍ରୋନିକ୍ସ) E-II ଗ୍ରେଡ୍ – ୨୦୦ଟି ପୋଷ୍ଟ୍‌
  • ପ୍ରୋବେସନାରୀ ଇଞ୍ଜିନିୟର (ମେକାନିକାଲ୍) E-II ଗ୍ରେଡ୍ – ୧୫୦ଟି ପୋଷ୍ଟ୍‌
  • ମୋଟ ପ୍ରାର୍ଥୀ – ୩୫୦ଟି ପୋଷ୍ଟ୍‌
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
Advertisment

ଯୋଗ୍ୟତା:

  • UR / OBC (NCL) / EWS ପ୍ରାର୍ଥୀମାନେ ଇଲେକ୍ଟ୍ରୋନିକ୍ସ / ଇଲେକ୍ଟ୍ରୋନିକ୍ସ ଏବଂ ଯୋଗାଯୋଗ / ଇଲେକ୍ଟ୍ରୋନିକ୍ସ ଏବଂ ଟେଲି ଯୋଗାଯୋଗ / ଯୋଗାଯୋଗ / ଟେଲିକମ୍ / ମେକାନିକାଲରେ AICTE ଅନୁମୋଦିତ କଲେଜରୁ BE / B.Tech / B.Sc ଇଞ୍ଜିନିୟରିଂ ସ୍ନାତକରେ ପ୍ରଥମ ଶ୍ରେଣୀରେ ପାଶ୍ କରିଥିବା ଜରୁରୀ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଅଧିକ ପଢ଼ନ୍ତୁ: ପ୍ରଥମ ଚେଷ୍ଟାରେ ସାକ୍ଷାତକାରରେ ପାସ୍ ହେବାକୁ ଚାହୁଁଛନ୍ତି କି… ଆପଣଙ୍କ ପାଇଁ ୫ଟି ଟିପ୍ସ

ବୟସ ସୀମା:

  • ସର୍ବନିମ୍ନ ବୟସ – ବିଜ୍ଞପ୍ତିରେ ନାହିଁ
  • ସର୍ବାଧିକ ବୟସ – ୨୫ ବର୍ଷ
  • ବୟସ ଗଣନା ୦୧।୦୧।୨୦୨୫ ଅନୁସାରେ ହେବ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଦରମା:

  • ସର୍ବନିମ୍ନ ଦରମା – ୪୦, ୦୦୦ ଟଙ୍କା
  • ସର୍ବାଧିକ ଦରମା – ୧,୪୦, ୦୦୦ ଟଙ୍କା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ/OBC/EWS – ୧୧୮୦ ଟଙ୍କା
  • SC/ST/PwBD/ESM – ଦେୟମୁକ୍ତ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • କମ୍ପ୍ୟୁଟର ଆଧାରିତ ପରୀକ୍ଷା
  • ବ୍ୟକ୍ତିଗତ ସାକ୍ଷାତକାର
  • ଡକ୍ୟୁମେଣ୍ଟ୍ ଯାଞ୍ଚ

କିପରି କରିବେ ଆବେଦନ:

  • ଅଫିସିଆଲ୍ ୱେବସାଇଟ୍ bel-india.in କୁ ଯାଆନ୍ତୁ
  • ହୋମ୍‌ପେଜ୍‌ରେ Career ବିଭାଗକୁ ଯାଇ Job Notification ଟ୍ୟାପ୍ ଉପରେ କ୍ଲିକ୍ କରନ୍ତୁ
  • ଏହା ପରେ Apply ଟ୍ୟାପ୍ ଉପରେ କ୍ଲିକ୍ କରନ୍ତୁ
  • ଏହା ପରେ ଆବେଦନ ଫର୍ମ ପୂରଣ କରନ୍ତୁ
  • ଫଟୋ ଏବଂ ଡକ୍ୟୁମେଣ୍ଟ୍ ଅପ୍‌ଲୋଡ୍ କରନ୍ତୁ
  • ଆବେଦନ ଫିସ୍ ଦିଅନ୍ତୁ
  • ‘Submit’ ବଟନ୍‌ରେ କ୍ଲିକ୍ କରନ୍ତୁ
  • ଭବିଷ୍ୟତ ପ୍ରମାଣ ପାଇଁ ଦାଖଲ ହୋଇଥିବା ଆବେଦନର ଏକ କପି ପ୍ରିଣ୍ଟ୍ କରି ରଖନ୍ତୁ

ଅଧିକ ପଢ଼ନ୍ତୁ: ଦ୍ୱାଦଶ ପରେ କ’ଣ କରିବେ ଚିନ୍ତାରେ ଅଛନ୍ତି କି… କରନ୍ତୁ ଏହି କୋର୍ସ, ସାଙ୍ଗେ ସାଙ୍ଗେ ମିଳିବ ଚାକିରି

Govt Jobs Job Seekers Govt Job Recruitment Job Search
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ