Advertisment

BOI Recruitment 2025: ଗ୍ରାଜୁଏସନ୍ କରିଛନ୍ତି କି… ମିଳିପାରେ ବ୍ୟାଙ୍କ ଚାକିରି

ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆରେ ଚାକିରି ସୁଯୋଗ। ଏନେଇ ବ୍ୟାଙ୍କ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

ଅଦ୍ୟତନ ହୋଇଛି
BOI Recruitment 2025 apply for 400 post

BOI Recruitment 2025 apply for 400 post

Advertisment

ଯେଉଁମାନେ ବ୍ୟାଙ୍କ୍‌ ଚାକିରି ପାଇଁ ବର୍ଷ ବର୍ଷ ଧରି ପ୍ରସ୍ତୁତ୍ କରୁଛନ୍ତି ସେମାନଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଯଦି ଆପଣ ଏକ ବ୍ୟାଙ୍କରେ ଚାକିରି ଖୋଜୁଛନ୍ତି ତେବେ ଆପଣଙ୍କ ପାଇଁ ଏହି ଖବର। ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ(BOI)ରେ ଅନେକଗୁଡିଏ ପଦବୀ ପୂରଣ ହେବ। ଏନେଇ ବ୍ୟାଙ୍କ୍ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ ବ୍ୟାଙ୍କରେ ଆପ୍ରେଣ୍ଟିସ୍ ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏନେଇ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ମୋଟ ୪୦୦ ପଦବୀ ପୂରଣ ହେବ। ଗ୍ରାଜୁଏସନ୍ କରିଥିବା ପ୍ରାର୍ଥୀମାନେ ଏହାର ସୁଯୋଗ ନେଇ ପାରିବେ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ ବ୍ୟାଙ୍କର ଅଫିସିଆଲ୍ ୱେବ୍‌ସାଇଟ୍‌ https://bankofindia.co.in/କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ BOI Recruitment 2025 apply for 400 post Notificationରେ କ୍ଲିକ୍ କରି ଦେଖିପାରିବେ।

Advertisment

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୦୧ ମାର୍ଚ୍ଚ ୨୦୨୫
  • ଅନ୍‌ଲାଇନ୍ ଆବେଦନ ଶେଷ – ୧୫ ମାର୍ଚ୍ଚ ୨୦୨୫
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଅଧିକ ପଢ଼ନ୍ତୁ: ଆପଣ ନୂଆ ନୂଆ ସାକ୍ଷାତକାର ସାମ୍ନା କରୁଛନ୍ତି କି; ଜାଣନ୍ତୁ ପାଞ୍ଚଟି ପ୍ରଶ୍ନ ଓ ଉତ୍ତର

Advertisment

ଖାଲି ପଦବୀ:

  • ସାଧାରଣ ବର୍ଗ – ୧୯୫ଟି ପୋଷ୍ଟ୍‌
  • OBC – ୮୧ଟି ପୋଷ୍ଟ୍‌
  • SC – ୫୨ଟି ପୋଷ୍ଟ୍‌
  • ST – ୪୦ଟି ପୋଷ୍ଟ୍‌
  • EWS – ୩୨ଟି ପୋଷ୍ଟ୍‌
  • ମୋଟ ପଦବୀ – ୪୦୦ଟି ପୋଷ୍ଟ୍‌
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଯୋଗ୍ୟତା:

  • ଏକ ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟ ବା ଅନୁଷ୍ଠାନରୁ ଯେକୋଣସି ବିଷୟରେ ଗ୍ରାଜୁଏସନ୍ ଡିଗ୍ରୀ
  • ପ୍ରାର୍ଥୀ ନିଶ୍ଚିତ ଭାବରେ ୦୧।୦୪।୨୦୨୧ ରୁ ୦୧।୦୧।୨୦୨୫ ମଧ୍ୟରେ ସ୍ନାତକ ଡିଗ୍ରୀ ହାସଲ କରିଥିବେ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୨୦ ବର୍ଷ
  • ସର୍ବାଧିକ ବୟସ – ୨୮ ବର୍ଷ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଦରମା:

  • ମାସିକ ଷ୍ଟାଇପେଣ୍ଡ୍ – ୧୨, ୦୦୦ ଟଙ୍କା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଅଧିକ ପଢ଼ନ୍ତୁ: ସାକ୍ଷାତକାର ସମୟରେ କେବେ ବି କରନ୍ତୁ ନାହିଁ ଏହି ଭୁଲ୍, ହାତକୁ ଆସିଥିବା ଚାକିରି ଚାଲିଯିବ

ଆବେଦନ ଶୁଳ୍କ:

  • PwBD – ୪୦୦ଟଙ୍କା
  • SC/ST/ମହିଳା – ୬୦୦ଟଙ୍କା
  • ଅନ୍ୟମାନେ – ୮୦୦ଟଙ୍କା
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ଲିଖିତ ପରୀକ୍ଷା
  • କମ୍ପ୍ୟୁଟର  ଦକ୍ଷତା
  • ସାକ୍ଷାତକାର
  • ଡକ୍ୟୁମେଣ୍ଟ୍ ଯାଞ୍ଚ
Govt Jobs Job Search Job Seekers Bank Of India Job Opportunities Bank Job Bank Job Vacancy
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ