Advertisment

Canara Bank Recruitment 2024: କାନାରା ବ୍ୟାଙ୍କରେ ପୂରଣ ହେବ ୩ ହଜାର ପଦବୀ; ଜାଣନ୍ତୁ ଓଡ଼ିଶାରେ କେତେ ହେବେ ପୋଷ୍ଟିଂ

ଆପଣ ଯଦି ବ୍ୟାଙ୍କ୍ ଚାକିରି କରିବାକୁ ଚାହାନ୍ତି ତେବେ ଏହି ଖବର ଆପଣଙ୍କ ପାଇଁ। ଏନେଇ କାନାରା ବ୍ୟାଙ୍କ୍ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।

ଅଦ୍ୟତନ ହୋଇଛି
Canara Bank Recruitment 2024 Apply for 3000 posts

Canara Bank Recruitment 2024 Apply for 3000 posts

Advertisment

ବ୍ୟାଙ୍କରେ ଚାକିରି କରିବାକୁ କିଏ ବା ନ ଚାହେଁ। ବ୍ୟାଙ୍କ୍ ଚାକିରି ଏକ ସମ୍ମାନଜନକ ହୋଇଥିବାରୁ ପ୍ରାୟ ଯୁବବର୍ଗ ଏହି କ୍ଷେତ୍ରରେ ଚାକିରି କରିବାର ସ୍ୱପ୍ନ ଦେଖୁଥାନ୍ତି। ଆପଣ ଯଦି ସେମାନଙ୍କ ମଧ୍ୟରୁ ଜଣେ ତେବେ ଏହି ଖବର ଆପଣଙ୍କ ପାଇଁ। ଏନେଇ କାନାରା ବ୍ୟାଙ୍କ୍ (Canara Bank) ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ କାନାରା ବ୍ୟାଙ୍କ୍‌ରେ ଭାରତ ବିଭିନ୍ନ ରାଜ୍ୟରେ ଆପ୍ରେଣ୍ଟିସ୍‌ ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏହି ନିଯୁକ୍ତି ମାଧ୍ୟମରେ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏନେଇ ୩ ହଜାର ପଦବୀ ପୂରଣ ହେବ। ଓଡ଼ିଶାରେ ୭୦ଟି ପଦବୀ ପୂରଣ ହେବ। ବିଶେଷ କରି ଗ୍ରାଜୁଏସନ୍ କରିଥିବା ପିଲା ଏହାର ସୁଯୋଗ ନେବେ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ କାନାରା ବ୍ୟାଙ୍କ୍‌ର ଅଫିସିଆଲ୍ ୱେବ୍‌ସାଇଟ୍‌ canarabank.com କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ Canara Bank Recruitment 2024 Apply for 3000 posts Notification ଏହି ଲିଙ୍କ୍ ଉପରେ କ୍ଲିକ୍ କରି ଦେଖିପାରିବେ।

Advertisment

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୨୧ ସେପ୍ଟେମ୍ବର ୨୦୨୪
  • ଅନ୍‌ଲାଇନ୍ ଆବେଦନ ଶେଷ – ୦୪ ଅକ୍ଟୋବର ୨୦୨୪
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଖାଲି ପଦବୀ:

  • UR – ୧୩୦୨ଟି ପୋଷ୍ଟ୍
  • EWS – ୨୯୫ଟି ପୋଷ୍ଟ୍
  • OBC – ୭୪୦ଟି ପୋଷ୍ଟ୍
  • ST – ୧୮୪ଟି ପୋଷ୍ଟ୍
  • SC – ୪୭୯ଟି ପୋଷ୍ଟ୍
  • ମୋଟ୍ – ୩୦୦୦ଟି ପୋଷ୍ଟ୍
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
Advertisment

ଯୋଗ୍ୟତା:

  • ଯେକୌଣସି ମାନ୍ୟତାପ୍ରାପ୍ତ ବିଶ୍ୱବିଦ୍ୟାଳୟ ବା ଅନୁଷ୍ଠାନରୁ ଗ୍ରାଜୁଏସନ୍ ଡିଗ୍ରୀ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୨୦ ବର୍ଷ
  • ସର୍ବାଧିକ ବୟସ – ୨୮ବର୍ଷ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ମାସିକ ଦରମା:

  • ଚୟନ ପ୍ରର୍ଥୀଙ୍କୁ ମାସିକ ଷ୍ଟାଇପେଣ୍ଡ୍ ମିଳିବ
  • ମାସକୁ ୧୫,୦୦୦ ଟଙ୍କା ମିଳିବ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ/OBC/EWS – ୫୦୦ ଟଙ୍କା
  • SC/ST/ PwBD/ – ଦେୟମୁକ୍ତ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ମେରିଟ୍ ଲିଷ୍ଟ୍
  • ଡକ୍ୟୁମେଣ୍ଟ୍ ଯାଞ୍ଚ
Govt Jobs Job Search Job Seekers Bank Jobs
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ