Advertisment

CIL Recruitment 2025: କୋଲ୍ ଇଣ୍ଡିଆ ଲିମିଟେଡ୍‌ରେ ପୂରଣ ହେବ ମ୍ୟାନେଜମେଣ୍ଟ ଟ୍ରେନି ପଦବୀ

କୋଲ୍ ଇଣ୍ଡିଆ ଲିମିଟେଡ୍ (CIL)ରେ ଅନେକ ପଦବୀ ପୂରଣ ହେବ। ଏନେଇ CIL ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

ଅଦ୍ୟତନ ହୋଇଛି
CIL Recruitment 2025 apply for 434 post

CIL Recruitment 2025 apply for 434 post

Advertisment

କୋଲ୍ ଇଣ୍ଡିଆ ଲିମିଟେଡ୍ (CIL) ରେ ଚାକିରି ଖୋଜୁଥିବା ବ୍ୟକ୍ତିଙ୍କ ପାଇଁ ଖୁସି ଖବର। CIL ନେଇ ଆସିଛି ଏହି ସୁଯୋଗ। ଏନେଇ CIL ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ CIL ରେ ଇ-୨ ଗ୍ରେଡ୍ ଅଧୀନରେ ମ୍ୟାନେଜମେଣ୍ଟ ଟ୍ରେନି ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏନେଇ ଉଭୟ ମହିଳା ଓ ପୁରୁଷ ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୪୦୦ରୁ ଅଧିକ ପଦବୀ ପୂରଣ ହେବ।

ଅଧିକ ପଢ଼ନ୍ତୁ: ଭାରତୀୟ ସେନାରେ ଚାକିରି ସୁଯୋଗ: ଦରମା ୨ଲ‍କ୍ଷ ୫୦ହଜାର

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ CILର ଅଫିସିଆଲ୍ ୱେବ୍‌ସାଇଟ୍‌ coalindia.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ CIL Recruitment 2025 apply for 434 post Notificationରେ କ୍ଲିକ୍ କରି ଦେଖିପାରିବେ।

Advertisment

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୧୫ ଜାନୁଆରୀ ୨୦୨୫
  • ଅନ୍‌ଲାଇନ୍ ଆବେଦନ ଶେଷ – ୧୪ ଫେବୃଆରୀ ୨୦୨୫
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଖାଲି ପଦବୀ:

  • କମ୍ୟୁନିଟି ଡେଭଲପ୍‌ମେଣ୍ଟ୍ – ୨୦ଟି ପୋଷ୍ଟ୍‌
  • ପରିବେଶ – ୨୮ଟି ପୋଷ୍ଟ୍‌
  • ଫାଇନାନ୍ସ – ୧୦୩ଟି ପୋଷ୍ଟ୍‌
  • ଲିଗାଲ୍ – ୧୮ଟି ପୋଷ୍ଟ୍‌
  • ସେଲ୍ସ ଆଣ୍ଡ୍‌ ମାର୍କେଟିଂ– ୨୫ଟି ପୋଷ୍ଟ୍‌
  • ମ୍ୟାଟେରିଆଲ୍ ମ୍ୟାନେଜ୍‌ମେଣ୍ଟ୍ – ୪୪ଟି ପୋଷ୍ଟ୍‌
  • ପର୍ସନାଲ୍ ଆଣ୍ଡ୍ ଏଚ୍‌ଆର୍ –୯୭ଟି ପୋଷ୍ଟ୍‌
  • ସିକ୍ୟୁରିଟୀ – ୩୧ଟି ପୋଷ୍ଟ୍‌
  • କୋଇଲା ପ୍ରସ୍ତୁତି – ୬୮ଟି ପୋଷ୍ଟ୍‌
  • ମୋଟ ପ୍ରାର୍ଥୀ – ୪୩୪ଟି ପୋଷ୍ଟ୍‌
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
Advertisment

ଯୋଗ୍ୟତା:

  • ବିଭିନ୍ନ ପଦବୀ ପାଇଁ ଭିନ୍ନ ଶିକ୍ଷାଗତ ଯୋଗ୍ୟତା ରହିଛି
  • ତେବେ ଏକ ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଗ୍ରାଜୁଏସନ୍ ଡିଗ୍ରୀ ଥିବା ପ୍ରାର୍ଥୀ ଆବେଦନ କରିପାରିବେ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଅଧିକ ପଢ଼ନ୍ତୁ: ଓଡ଼ିଶାରେ ସରକାରୀ ଚାକିରି; ପୂରଣ ହେବ ୬୦୦୦ରୁ ଅଧିକ ଶିକ୍ଷକ ପଦବୀ

ବୟସ ସୀମା:

  • ସର୍ବାଧିକ ବୟସ – ୩୦ ବର୍ଷ
  • ବୟସ ଗଣନା ୦୧ ଜାନୁଆରୀ ୨୦୨୫ ଅନୁସାରେ ହେବ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଦରମା:

  • ସର୍ବନିମ୍ନ ଦରମା – ୫୦, ୪୦୦ ଟଙ୍କା
  • ସର୍ବାଧିକ ଦରମା – ୧,୬୦, ୦୦୦ ଟଙ୍କା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ/OBC/EWS – ୧୧୮୦ଟଙ୍କା
  • SC/ST/PwBD/ CIL କର୍ମଚାରୀ – ଦେୟମୁକ୍ତ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ଲିଖିତ ପରୀକ୍ଷା
  • ଅନ୍‌ଲାଇନ୍ ଟେଷ୍ଟ୍
  • ସାଧାରଣ ଜ୍ଞାନ
  • ଡକ୍ୟୁମେଣ୍ଟ୍ ଯାଞ୍ଚ

ଅଧିକ ପଢ଼ନ୍ତୁ: ଦ୍ୱାଦଶ ପରେ କ’ଣ କରିବେ ଚିନ୍ତାରେ ଅଛନ୍ତି କି… କରନ୍ତୁ ଏହି କୋର୍ସ, ସାଙ୍ଗେ ସାଙ୍ଗେ ମିଳିବ ଚାକିରି

Coal India Limited Coal India Recruitment Govt Jobs Job Search Job Seekers
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ