Advertisment

CISF Recruitment 2025: ଦଶମ ପାଶ କରିଥିଲେ ଚାକିରି; ପୂରଣ ହେବ ୧୧ ହଜାରରୁ ଅଧିକ ପଦବୀ

CISFରେ କନେଷ୍ଟବଳ ଡ୍ରାଇଭର ପଦବୀ ପୂରଣ ହେବ। ଏନେଇ CISF ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

author-image
Pramod Behera
ଅଦ୍ୟତନ ହୋଇଛି
CISF Recruitment 2025 apply for 1124 post

CISF Recruitment 2025 apply for 1124 post

କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ(CISF)ରେ ଯୋଗଦେବାକୁ ସ୍ୱପ୍ନ ଦେଖୁଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ଆପଣ ଯଦି ଏହି ତାଲିକାରେ ଅଛନ୍ତି ତେବେ ସୁଯୋଗ ହାତ ଛଡା କରନ୍ତୁ ନାହିଁ। ଏନେଇ CISF ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ CISF ରେ CSE ଓ IFS କନେଷ୍ଟବଳ ଡ୍ରାଇଭର ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏଥିପାଇଁ ଉଭୟ ମହିଳା ଓ ପୁରୁଷ ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୧୧ ହଜାରରୁ ଅଧିକ ପଦବୀ ପୂରଣ ହେବ। ଦଶମ ପାଶ୍ କରିଥିବା ପ୍ରାର୍ଥୀ ମଧ୍ୟ ଏହାର ସୁଯୋଗ ନେବେ।

ଅଧିକ ପଢ଼ନ୍ତୁ: କୋଲ୍ ଇଣ୍ଡିଆ ଲିମିଟେଡ୍‌ରେ ପୂରଣ ହେବ ମ୍ୟାନେଜମେଣ୍ଟ ଟ୍ରେନି ପଦବୀ

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ CISF ର ଅଫିସିଆଲ୍ ୱେବ୍‌ସାଇଟ୍‌ cisfrectt.cisf.gov.in. କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ CISF Recruitment 2025 apply for 1124 post Notificationରେ କ୍ଲିକ୍ କରି ଦେଖିପାରିବେ।

Advertisment

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୦୩ ଫେବୃଆରୀ ୨୦୨୫
  • ଅନ୍‌ଲାଇନ୍ ଆବେଦନ ଶେଷ – ୦୪ ମାର୍ଚ୍ଚ ୨୦୨୫
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଖାଲି ପଦବୀ:

  • କନଷ୍ଟେବଳ / ଡ୍ରାଇଭର – ୮୪୫ଟି ପୋଷ୍ଟ୍‌
  • କନଷ୍ଟେବଳ / ଡ୍ରାଇଭର (ପମ୍ପ ଅପରେଟର) – ୨୭୯ଟି ପୋଷ୍ଟ୍‌
  • ମୋଟ ପଦବୀ – ୧୧୨୪ଟି ପୋଷ୍ଟ୍‌
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଯୋଗ୍ୟତା:

  • ସ୍ୱୀକୃତିପ୍ରାପ୍ତ ବୋର୍ଡରୁ ଦଶମ ପାଶ୍
  • ଭାରୀ ମୋଟର ଯାନ କିମ୍ବା ପରିବହନ ଯାନ କିମ୍ବା ହାଲୁକା ମୋଟର ଯାନ ପାଇଁ ଡ୍ରାଇଭିଂ ଲାଇସେନ୍ସ ଥିବା ଆବଶ୍ୟକ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଅଧିକ ପଢ଼ନ୍ତୁ: ଓଡ଼ିଶା ପୋଲିସ୍‌ରେ ଚାକିରି; ପୂରଣ ହେବ ୯୦୦ରୁ ଅଧିକ ପଦବୀ

ବୟସ ସୀମା:

  • ସର୍ବନିମ୍ନ ବୟସ – ୨୧ ବର୍ଷ
  • ସର୍ବାଧିକ ବୟସ – ୨୭ ବର୍ଷ
  • ବୟସ ଗଣନା ୦୪ ମାର୍ଚ୍ଚ ୨୦୨୫ ଅନୁସାରେ ହେବ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଦରମା:

  • ସର୍ବନିମ୍ନ ଦରମା –୨୧, ୭୦୦ ଟଙ୍କା
  • ସର୍ବାଧିକ ଦରମା – ୬୯, ୧୦୦ ଟଙ୍କା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ/ EWS/ OBC – ୧୦୦ଟଙ୍କା
  • SC/ST/PwBD/ ESM – ଦେୟମୁକ୍ତ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ଲିଖିତ ପରୀକ୍ଷା
  • ଶାରିରୀକ ଦକ୍ଷତା ଟେଷ୍ଟ୍‌(PET)
  • ଶାରିରୀକ ମାନକ ଟେଷ୍ଟ୍‌(PST)
  • ଟ୍ରେଡ୍ ଟେଷ୍ଟ୍
  • ବ୍ୟକ୍ତିଗତ ସାକ୍ଷାତକାର
  • ମେଡିକାଲ୍ ଟେଷ୍ଟ୍
  • ଡକ୍ୟୁମେଣ୍ଟ୍ ଯାଞ୍ଚ

ଅଧିକ ପଢ଼ନ୍ତୁ: ଭାରତୀୟ ସେନାରେ ଚାକିରି ସୁଯୋଗ: ଦରମା ୨ଲ‍କ୍ଷ ୫୦ହଜାର

Job Search Job Seekers CISF Jobs CISF
Advertisment
Advertisment