CISF Recruitment 2025: ଦଶମ ପାଶ କରିଥିଲେ ଚାକିରି; ପୂରଣ ହେବ ୧୧ ହଜାରରୁ ଅଧିକ ପଦବୀ

CISFରେ କନେଷ୍ଟବଳ ଡ୍ରାଇଭର ପଦବୀ ପୂରଣ ହେବ। ଏନେଇ CISF ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

ଦଶମ ପାଶ କରିଥିଲେ ଚାକିରି

କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ(CISF)ରେ ଯୋଗଦେବାକୁ ସ୍ୱପ୍ନ ଦେଖୁଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ଆପଣ ଯଦି ଏହି ତାଲିକାରେ ଅଛନ୍ତି ତେବେ ସୁଯୋଗ ହାତ ଛଡା କରନ୍ତୁ ନାହିଁ। ଏନେଇ CISF ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

ଏହି ନିଯୁକ୍ତି ମାଧ୍ୟମରେ CISF ରେ CSE ଓ IFS କନେଷ୍ଟବଳ ଡ୍ରାଇଭର ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏଥିପାଇଁ ଉଭୟ ମହିଳା ଓ ପୁରୁଷ ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୧୧ ହଜାରରୁ ଅଧିକ ପଦବୀ ପୂରଣ ହେବ। ଦଶମ ପାଶ୍ କରିଥିବା ପ୍ରାର୍ଥୀ ମଧ୍ୟ ଏହାର ସୁଯୋଗ ନେବେ।

ଅଧିକ ପଢ଼ନ୍ତୁ: କୋଲ୍ ଇଣ୍ଡିଆ ଲିମିଟେଡ୍‌ରେ ପୂରଣ ହେବ ମ୍ୟାନେଜମେଣ୍ଟ ଟ୍ରେନି ପଦବୀ

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ CISF ର ଅଫିସିଆଲ୍ ୱେବ୍‌ସାଇଟ୍‌ cisfrectt.cisf.gov.in. କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ CISF Recruitment 2025 apply for 1124 post Notificationରେ କ୍ଲିକ୍ କରି ଦେଖିପାରିବେ।

ଗୁରୁତ୍ୱପୂର୍ଣ୍ଣ ତାରିଖ:

ଖାଲି ପଦବୀ:

ଯୋଗ୍ୟତା:

ଅଧିକ ପଢ଼ନ୍ତୁ: ଓଡ଼ିଶା ପୋଲିସ୍‌ରେ ଚାକିରି; ପୂରଣ ହେବ ୯୦୦ରୁ ଅଧିକ ପଦବୀ

ବୟସ ସୀମା:

ଦରମା:

ଆବେଦନ ଶୁଳ୍କ:

ଚୟନ ପ୍ରକ୍ରିୟା:

ଅଧିକ ପଢ଼ନ୍ତୁ: ଭାରତୀୟ ସେନାରେ ଚାକିରି ସୁଯୋଗ: ଦରମା ୨ଲ‍କ୍ଷ ୫୦ହଜାର