Advertisment

CSIR CRRI Recruitment 2025: ଯୁକ୍ତ ଦୁଇ କରିଥିଲେ ସରକାରୀ ଚାକିରି; ଦରମା ୮୧ ହଜାର

CSIR CRRI ରେ ଚାକିରି ସୁଯୋଗ। ଏନେଇ ସଂସ୍ଥା ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

CSIR CRRI Recruitment 2025 apply for 209 post

CSIR CRRI Recruitment 2025 apply for 209 post

Advertisment

ଯେଉଁମାନେ ସରକାରୀ ଚାକିରି କରିବାକୁ ସ୍ୱପ୍ନ ଦେଖୁଛନ୍ତି ସେମାନଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ ଆସିଛି। କେନ୍ଦ୍ରୀୟ ସଡକ ଅନୁସନ୍ଧାନ ପ୍ରତିଷ୍ଠାନ (CSIR CRRI) ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ ଜୁନିଅର ସେକ୍ରେଟାରିଏଟ୍ ଆସିଷ୍ଟାଣ୍ଟ ଏବଂ ଜୁନିଅର ଷ୍ଟେନୋଗ୍ରାଫର୍ ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏନେଇ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଯୁକ୍ତ ଦୁଇ ପାଶ୍ କରିଥିବା ପ୍ରାର୍ଥୀମାନେ ମଧ୍ୟ ଏହାର ସୁଯୋଗ ନେଇ ପାରିବେ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ ବ୍ୟାଙ୍କର ଅଫିସିଆଲ୍ ୱେବ୍‌ସାଇଟ୍‌ crridom.gov.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ CSIR CRRI Recruitment 2025 apply for 209 post Notificationରେ କ୍ଲିକ୍ କରି ଦେଖିପାରିବେ।

Advertisment

ଅଧିକ ପଢ଼ନ୍ତୁ: ଷ୍ଟାର୍ଟଅପ୍‌ରେ କ୍ୟାରିଅର୍ କରିବାକୁ ଚାହାନ୍ତି କି… ମାଗଣାରେ କରନ୍ତୁ ଏହିସବୁ କୋର୍ସ

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୨୨ ମାର୍ଚ୍ଚ ୨୦୨୫
  • ଅନ୍‌ଲାଇନ୍ ଆବେଦନ ଶେଷ – ୨୧ ଏପ୍ରିଲ୍ ୨୦୨୫
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
Advertisment

ଖାଲି ପଦବୀ:

  • ଜୁନିଅର ସେକ୍ରେଟାରିଏଟ୍ ଆସିଷ୍ଟାଣ୍ଟ – ୧୭୭ଟି ପୋଷ୍ଟ୍‌
  • ଜୁନିଅର ଷ୍ଟେନୋଗ୍ରାଫର୍ – ୩୨ଟି ପୋଷ୍ଟ୍‌
  • ମୋଟ ପଦବୀ – ୨୦୯ଟି ପୋଷ୍ଟ୍‌
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଯୋଗ୍ୟତା:

  • ଜୁନିଅର ସେକ୍ରେଟାରିଏଟ୍ ଆସିଷ୍ଟାଣ୍ଟ ପଦ ପାଇଁ ସ୍ୱୀକୃତିପ୍ରାପ୍ତ ବିଦ୍ୟାଳୟ ଶିକ୍ଷା ବୋର୍ଡରୁ ୧୦ +୨ ପାଶ୍ ସହିତ କମ୍ପ୍ୟୁଟର ଟାଇପିଂ ସ୍ପିଡ୍ ଏବଂ ବ୍ୟବହାରରେ ଦକ୍ଷତା।
  • ଜୁନିଅର ଷ୍ଟେନୋଗ୍ରାଫର ପଦ ପାଇଁ ସ୍ୱୀକୃତିପ୍ରାପ୍ତ ବିଦ୍ୟାଳୟ ଶିକ୍ଷା ବୋର୍ଡରୁ ୧୦ +୨ ଯୋଗ୍ୟତା ସହିତ ଷ୍ଟେନୋଗ୍ରାଫିରେ ଦକ୍ଷତା।
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବାଧିକ ବୟସ – ୨୭/୨୮ ବର୍ଷ
  • ପ୍ରାର୍ଥୀ ୦୧ ଅକ୍ଟୋବର ୨୦୦୪ ରୁ ୦୧ ଏପ୍ରିଲ ୨୦୦୮ ମଧ୍ୟରେ ଜନ୍ମ ହୋଇଥିବେ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଦରମା:

  • ସର୍ବନିମ୍ନ ଦରମା – ୧୯, ୯୦୦ ଟଙ୍କା
  • ସର୍ବାଧିକ ଦରମା – ୮୧, ୧୦୦ ଟଙ୍କା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ/OBC/EWS – ୫୦୦ଟଙ୍କା
  • ମହିଳା/SC/ST/PwBD/ ESM – ଦେୟମୁକ୍ତ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ଲିଖିତ ପରୀକ୍ଷା
  • ଡକ୍ୟୁମେଣ୍ଟ୍ ଯାଞ୍ଚ

ଅଧିକ ପଢ଼ନ୍ତୁ: ସାକ୍ଷାତକାର ସମୟରେ କେବେ ବି କରନ୍ତୁ ନାହିଁ ଏହି ଭୁଲ୍, ହାତକୁ ଆସିଥିବା ଚାକିରି ଚାଲିଯିବ

CSIR Job Search Govt Jobs Job Seekers Job Opportunities
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ