GAIL Recruitment 2024: GAIL ରେ ପୂରଣ ହେବ ଅଣ-କାର୍ଯ୍ୟନିର୍ବାହୀ ପଦବୀ; ଦରମା ୧ ଲକ୍ଷ ୩୮ ହଜାର

ଆପଣ ଯଦି GAILରେ ଚାକିରି କରିବାକୁ ସ୍ୱପ୍ନ ଦେଖୁଥାନ୍ତି ସୁଯୋଗ ଆପଣଙ୍କ ପାଇଁ। ଏନେଇ GAIL ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଏହି ବିଜ୍ଞପ୍ତି ଅନୁସାରେ ଅଣ-କାର୍ଯ୍ୟନିର୍ବାହୀ ପଦବୀ ପୂରଣ ହେବ। ଆପଣ ଯଦି ଏନେଇ ଇଛୁକ ତେବେ ବିସ୍ତୃତ ଭାବେ ଜାଣିବା ପାଇଁ ଏହି ଖବରଟି ପଢନ୍ତୁ।

GAIL ରେ ପୂରଣ ହେବ ଅଣ-କାର୍ଯ୍ୟନିର୍ବାହୀ ପଦବୀ

ଭାରତର ଅନେକ ଯୁବକ ମଧ୍ୟ ଭାରତ ଅଧିନସ୍ଥ ଗ୍ୟାସ୍ ଅଥରିଟି ଅଫ୍ ଇଣ୍ଡିଆ ଲିମିଟେଡ୍(GAIL) ରେ ଚାକିରି କରିବାକୁ ସ୍ୱପ୍ନ ଦେଖୁଥାନ୍ତି। ଆପଣ ଯଦି ଏହି ସ୍ୱପ୍ନ ଦେଖୁଛନ୍ତି ତେବେ ସୁଯୋଗ ଆପଣଙ୍କ ପାଇଁ। ଏନେଇ GAIL ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଏହି ବିଜ୍ଞପ୍ତି ଅନୁସାରେ ଅଣ-କାର୍ଯ୍ୟନିର୍ବାହୀ ପଦବୀ ପୂରଣ ହେବ। ଆପଣ ଯଦି ଏନେଇ ଇଛୁକ ତେବେ ବିସ୍ତୃତ ଭାବେ ଜାଣିବା ପାଇଁ ଏହି ଖବରଟି ପଢନ୍ତୁ।

ଏହି ନିଯୁକ୍ତି ମାଧ୍ୟମରେ କେମିକାଲ୍, ସିଭିଲ୍, ମେକାନିକାଲ୍, ଇଲେକ୍ଟ୍ରିକାଲ୍, ଇନଷ୍ଟ୍ରୁମେଣ୍ଟେସନ୍, ବଏଲର ଅପରେସନ୍ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଅଣ-କାର୍ଯ୍ୟନିର୍ବାହୀ ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ପାଖାପାଖି ୪ ଶହ ପଦବୀ ପୂରଣ ହେବ।

ଅଧିକ ପଢ଼ନ୍ତୁ: WCR Apprentice Recruitment 2024: ରେଳବାଇରେ ପୂରଣ ହେବ ୩ ହଜାରରୁ ଅଧିକ ପଦବୀ; ଦଶମ ପାଶ୍‌ କରିଥିଲେ ସୁଯୋଗ

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ GAILର ଅଫିସିଆଲ୍ ୱେବ୍‌ସାଇଟ୍‌ gailonline.com କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ GAIL Non-Executive Recruitment 2024 Apply for 391 posts Notification ଏହି ଲିଙ୍କ୍ ଉପରେ କ୍ଲିକ୍ କରି ଦେଖିପାରିବେ।

ଗୁରୁତ୍ୱପୂର୍ଣ୍ଣ ତାରିଖ:

ଖାଲି ପଦବୀ:

ଅଧିକ ପଢ଼ନ୍ତୁ: Railway Recruitment 2024: ରେଳବାଇରେ ଚାକିରି ସୁଯୋଗ; ଦଶମ ପାଶ୍ କରିଥିବା ପିଲା ନେବେ ଫାଇଦା

ଯୋଗ୍ୟତା:

ବୟସ ସୀମା:

ମାସିକ ଦରମା:

ଆବେଦନ ଶୁଳ୍କ:

ଚୟନ ପ୍ରକ୍ରିୟା:

କିପରି କରିବେ ଆବେଦନ:

ଅଧିକ ପଢ଼ନ୍ତୁ: RRB JE Recruitment: RRBରେ ପୂରଣ ହେବ ଜୁନିୟର୍ ଇଂଜିନିୟରିଂ ପଦବୀ; ପାଖାପାଖି ୮ହଜାର ପିଲା ନେବେ ସୁଯୋଗ