Advertisment

GAIL Recruitment 2024: GAIL ଇଣ୍ଡିଆରେ ପୂରଣ ହେବ ଇଞ୍ଜିନିୟର ପଦବୀ; ଦରମା ୮୦ ହଜାର

GAIL ଇଣ୍ଡିଆ ଲିମିଟେଡ୍ ନିଯୁକ୍ତି ଘୋଷଣା କରିଛି। ଏନେଇ GAIL ଇଣ୍ଡିଆ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

author-image
Pramod Behera
ଅଦ୍ୟତନ ହୋଇଛି
GAIL Recruitment 2024 Post apply for 261 post

GAIL Recruitment 2024 Post apply for 261 post

ବ୍ୟାଚଲର୍ କିମ୍ବା ମାଷ୍ଟର୍ ଡିଗ୍ରୀ କରି ଚାକିରି ଖୋଜୁଥୁବା ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। GAIL ଇଣ୍ଡିଆ ଲିମିଟେଡ୍ ନିଯୁକ୍ତି ଘୋଷଣା କରିଛି। ଏନେଇ GAIL ଇଣ୍ଡିଆ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ GAIL ଇଣ୍ଡିଆ ରେ ସିନିୟର ଇଞ୍ଜିନିୟର ଏବଂ ଅନ୍ୟାନ୍ୟ ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏହି ନିଯୁକ୍ତି ମାଧ୍ୟମରେ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏନେଇ ୨୬୧ଟି ପଦବୀ ପୂରଣ ହେବ।

ଅଧିକ ପଢ଼ନ୍ତୁ: UPSC Vacancy 2024: UPSCରେ ପୂରଣ ହେବ ଆସିଷ୍ଟାଣ୍ଟ ପ୍ରୋଗ୍ରାମର୍ ପଦବୀ, ତୁରନ୍ତ କରନ୍ତୁ ଆବେଦନ

Advertisment

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ GAIL ଇଣ୍ଡିଆର ଅଫିସିଆଲ୍ ୱେବ୍‌ସାଇଟ୍‌ gailonline.com କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏଇ ଲିଙ୍କ୍ GAIL Recruitment 2024 Post apply for 261 post Notification ଉପରେ କ୍ଲିକ୍ କରି ଦେଖିପାରିବେ।

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୧୨ ନଭେମ୍ବର ୨୦୨୪
  • ଅନ୍‌ଲାଇନ୍ ଆବେଦନ ଶେଷ – ୧୧ ଡିସେମ୍ବର ୨୦୨୪
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଖାଲି ପଦବୀ:

  • ସିନିୟର ଇଞ୍ଜିନିୟର – ୯୮ଟି ପୋଷ୍ଟ୍‌
  • ବରିଷ୍ଠ ଅଧିକାରୀ – ୧୩୦ ପୋଷ୍ଟ୍‌
  • ଅଧିକାରୀ – ୩୩ଟି ପୋଷ୍ଟ୍‌
  • ମୋଟ୍ – ୨୬୧ଟି ପୋଷ୍ଟ୍
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଯୋଗ୍ୟତା:

  • ପଦବୀ ଅନୁସାରେ ଶିକ୍ଷାଗତ ଯୋଗ୍ୟତା ମଧ୍ୟ ଭିନ୍ନ
  • ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟ ଏବଂ ଅନୁଷ୍ଠାନରୁ ପ୍ରାସଙ୍ଗିକ ଟ୍ରେଡ୍‌ରେ ସ୍ନାତକ ଏବଂ ସ୍ନାତକୋତ୍ତର ଡିଗ୍ରୀ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୨୮ ବର୍ଷ
  • ସର୍ବାଧିକ ବୟସ – ୪୫ ବର୍ଷ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଦରମା:

  • ସର୍ବନିମ୍ନ ଦରମା – ୬୦,୦୦୦ ଟଙ୍କା
  • ସର୍ବାଧିକ ଦରମା – ୮୦,୦୦୦ ଟଙ୍କା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • SC/ST/PwBD / OBC (NCL) – ଦେୟମୁକ୍ତ
  • ଅନ୍ୟମାନେ – ୨୦୦ଟଙ୍କା
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ଲିଖିତ ପରୀକ୍ଷା
  • ସାକ୍ଷାତକାର
  • ଡକ୍ୟୁମେଣ୍ଟ୍ ଯାଞ୍ଚ

ଅଧିକ ପଢ଼ନ୍ତୁ: ରେଳବାଇରେ ପୂରଣ ହେବ ୫,୬୦୦ରୁ ଅଧିକ ପଦବୀ, ଜାଣନ୍ତୁ ଶେଷ ତାରିଖ

Govt Jobs
Advertisment
Advertisment