Advertisment

NTPC Recruitment: NTPCରେ ପୂରଣ ହେବ ଆସୋସିଏଟ୍ ପଦବୀ; ୬୪ ବର୍ଷର ପ୍ରାର୍ଥୀ ବି କରିପାରିବେ ଆବେଦନ

କେନ୍ଦ୍ର ସରକାର ଅଧିନରେ ଥିବା ସଂସ୍ଥା ଗୁଡିକ ମଧ୍ୟରେ ନ୍ୟାସ୍‌ନାଲ୍‌ ଥର୍ମାଲ୍ ପାୱାର୍ କର୍ପୋରେସନ୍ ଲିମିଟେଡ୍ (NTPC) ଏକ ନାମକରା ସଂସ୍ଥା। NTPCରେ ଚାକିରି ଚାହୁଁଥିବା ପ୍ରାର୍ଥୀଙ୍କ ପାଇଁ ଏକ ଭଲ ସୁଯୋଗ ଆସିଛି। ଏନେଇ NTPC ଏକ ବିଜ୍ଞପ୍ତି ପ୍ରକାଶ କରିଛି।

ଅଦ୍ୟତନ ହୋଇଛି
RRB NTPC Recruitment 2024

get associate job without exam in ntpc

Advertisment

କେନ୍ଦ୍ର ସରକାରଙ୍କ ଅଧିନରେ ଥିବା କମ୍ପାନୀଗୁଡିକ ମଧ୍ୟରେ ନ୍ୟାସ୍‌ନାଲ୍‌ ଥର୍ମାଲ୍ ପାୱାର୍ କର୍ପୋରେସନ୍ ଲିମିଟେଡ୍ (NTPC) ଏକ ନାମକରା ସଂସ୍ଥା। NTPCରେ ଚାକିରି ଚାହୁଁଥିବା ପ୍ରାର୍ଥୀଙ୍କ ପାଇଁ ଏକ ଭଲ ସୁଯୋଗ ଆସିଛି। ଏନେଇ NTPC ଏକ ବିଜ୍ଞପ୍ତି ପ୍ରକାଶ କରିଛି।

Advertisment

ଏହି ନିଯୁକ୍ତି ମାଧ୍ୟମରେ NTPCରେ ଆସୋସିଏଟ୍ ପଦବୀ ପୂରଣ ହେବ। ଏଥିପାଇଁ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏହି ପଦବୀ ପାଇଁ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ମୋଟ ୧୧ ଟି ପଦବୀ ପୂରଣ ହେବ।

ଅଧିକ ପଢ଼ନ୍ତୁ: NITରେ ପୂରଣ ହେବ ପ୍ରଫେସର ପଦବୀ; ଦରମା ୧.୫ ଲକ୍ଷରୁ ଅଧିକ

ଅନଲାଇନ୍ ଆବେଦନ ଆରମ୍ଭ ହୋଇଯାଇଛି। ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ NTPCର ଅଫିସିଆଲ୍ ୱେବସାଇଟ ntpc.co.in କୁ ଯାଇ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ get associate job without exam in ntpc Notification ଉପରେ କ୍ଲିକ୍ କରି ଦେଖିପାରିବେ।

Advertisment

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ଚାଲିଛି
  • ଅନ୍‌ଲାଇନ୍ ଆବେଦନ ଶେଷ – ୨୦ ଏପ୍ରିଲ୍ ୨୦୨୪

ଖାଲି ପଦବୀ:

  • ଆସୋସିଏଟ୍(ସିଭିଲ୍) – ୦୨ଟି ପୋଷ୍ଟ୍‌
  • ଆସୋସିଏଟ୍(ମେକାନିକାଲ୍) – ୦୨ଟି ପୋଷ୍ଟ୍‌
  • ଆସୋସିଏଟ୍ – ୦୭ଟି ପୋଷ୍ଟ୍‌

ଶିକ୍ଷାଗତ ଯୋଗ୍ୟତା:

  • ଇଂଜିନିୟରିଂରେ B.E ବା B.tech ଡିଗ୍ରୀ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
Advertisment

ବୟସ ସୀମା:

  • ସର୍ବାଧିକ ବୟସ – ୬୪ ବର୍ଷ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ପ୍ରତ୍ୟେକ ପ୍ରାର୍ଥୀ – ଦେୟ ମୁକ୍ତ
Govt Jobs NTPC Recruitment NTPC Jobs
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ