Advertisment

IDBI Bank Recruitment 2024:ଗ୍ରାଜୁଏସନ କରିଥିଲେ IDBI ବ୍ୟାଙ୍କରେ ଚାକିରି; ଦରମା ଦେଢ ଲକ୍ଷ ପରେ

IDBI ବ୍ୟାଙ୍କରେ ଚାକିରି ଖୋଜୁଥିବା ଯୁବକମାନଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ। ଏନେଇ IDBI ବ୍ୟାଙ୍କ ଏକ ନିଯୁକ୍ତି ବିଜ୍ଞପ୍ତି ମଧ୍ୟ ପ୍ରକାଶ କରିଛି। ଯେଉଁ ପ୍ରାର୍ଥୀମାନେ ଏହି କ୍ଷେତ୍ରରେ ଆବେଦନ କରିବାକୁ ଚାହାଁନ୍ତି ସେମାନେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।

IDBI Bank Recruitment 2024

IDBI Bank Recruitment 2024

Advertisment

ବ୍ୟାଙ୍କରେ ଚାକିରି ଖୋଜୁଥିବା ଯୁବକମାନଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ। ଏହି ସୁଯୋଗ IDBI ବ୍ୟାଙ୍କ ନେଇଆସିଛି। ଏନେଇ IDBI ବ୍ୟାଙ୍କ ଏକ ନିଯୁକ୍ତି ବିଜ୍ଞପ୍ତି ମଧ୍ୟ ପ୍ରକାଶ କରିଛି। ଯେଉଁ ପ୍ରାର୍ଥୀମାନେ ଏହି କ୍ଷେତ୍ରରେ ଆବେଦନ କରିବାକୁ ଚାହାଁନ୍ତି ସେମାନେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ IDBI ବ୍ୟାଙ୍କରେ ସହକାରୀ ଜେନେରାଲ୍ ମ୍ୟାନେଜର (AGM) - ଗ୍ରେଡ୍ C ଏବଂ ମ୍ୟାନେଜର ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏହି ନିଯୁକ୍ତି ମାଧ୍ୟମରେ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଗ୍ରାଜୁଏସନ କରିଥିବା ପିଲା ଏହାର ସୁଯୋଗ ନେଇପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୫୬ ପଦବୀ ପୂରଣ ହେବ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ IDBI ବ୍ୟାଙ୍କର ଅଫିସିଆଲ୍ ୱେବ୍‌ସାଇଟ୍‌ idbibank.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ IDBI Bank Recruitment 2024 Apply for 56 posts Notification ଏହି ଲିଙ୍କ୍ ଉପରେ କ୍ଲିକ୍ କରି ଦେଖିପାରିବେ।

Advertisment

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୦୧ ସେପ୍ଟେମ୍ବର ୨୦୨୪
  • ଅନ୍‌ଲାଇନ୍ ଆବେଦନ ଶେଷ – ୧୫ ସେପ୍ଟେମ୍ବର ୨୦୨୪
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଖାଲି ପଦବୀ:

  • ସହକାରୀ ଜେନେରାଲ୍ ମ୍ୟାନେଜର (AGM) – ୨୫ଟି ପୋଷ୍ଟ୍
  • ମ୍ୟାନେଜର – ୩୧ଟି ପୋଷ୍ଟ୍
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
Advertisment

ଯୋଗ୍ୟତା:

  • ସହକାରୀ ଜେନେରାଲ୍ ମ୍ୟାନେଜର (AGM) – ଏକ ସ୍ୱୀକୃତପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଯେକୌଣସି ବିଷୟରେ ପୋଷ୍ଟ୍ ଗ୍ରାଜୁଏସନ
  • ମ୍ୟାନେଜର – ଏକ ସ୍ୱୀକୃତପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଯେକୌଣସି ବିଷୟରେ ଗ୍ରାଜୁଏସନ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୨୫/୨୮ ବର୍ଷ
  • ସର୍ବାଧିକ ବୟସ – ୩୫/୪୦ ବର୍ଷ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ମାସିକ ଦରମା:

  • ସହକାରୀ ଜେନେରାଲ୍ ମ୍ୟାନେଜର (AGM) – ୧,୫୭,୦୦୦ ଟଙ୍କା
  • ମ୍ୟାନେଜର – ୧,୧୯,୦୦୦ ଟଙ୍କା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ/OBC/EWS – ୧୦୦୦ ଟଙ୍କା
  • SC/ST/– ୨୦୦ ଟଙ୍କା
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ସର୍ଟ ଲିଷ୍ଟ୍
  • ସାକ୍ଷାତକାର
  • ଡକ୍ୟୁମେଣ୍ଟ୍ ଯାଞ୍ଚ
Govt Jobs Job Search Job Seekers Bank Jobs Bank Job Vacancy
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ