FCI ରେ ମ୍ୟାନେଜର ହେବାକୁ ଚାହୁଛନ୍ତି କି, ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ

FCI ମ୍ୟାନେଜର ପଦବୀ ପୂରଣ ପାଇଁ ଆବେଦନକୁ ଜାରି କରିଛି। ଏହି ପୋଷ୍ଟ୍‌ଗୁଡିକ ପାଇଁ ଆବେଦନ ପ୍ରକ୍ରିୟା ଅଗଷ୍ଟ ୨୭ରୁ ଆରମ୍ଭ ହେବ। ଏହି ନିଯୁକ୍ତି ପ୍ରକ୍ରିୟାରେ ସମୁଦାୟ ୧୧୩ଟି ପଦ ପୂରଣ ହେବ।

FCI ରେ ମ୍ୟାନେଜର ହେବାକୁ ଚାହୁଛନ୍ତି କି, ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ

ଫୁଡ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (FCI) ମ୍ୟାନେଜର ପଦବୀ ପୂରଣ ପାଇଁ ଆବେଦନକୁ ଜାରି କରିଛି। ଆଗ୍ରହୀ ଏବଂ ଯୋଗ୍ୟ ପ୍ରାର୍ଥୀ ଯେଉଁମାନେ ଏହି ପଦବୀ ପାଇଁ ଆବେଦନ କରିବାକୁ ଚାହାଁନ୍ତି ସେମାନେ FCIର ଅଫିସିଆଲ୍ ୱେବସାଇଟ୍, fci.gov.in କୁ ଜାଇ ଆବେଦନ କରିପାରିବେ। ଏହି ପୋଷ୍ଟ୍‌ଗୁଡିକ ପାଇଁ ଆବେଦନ ପ୍ରକ୍ରିୟା ଅଗଷ୍ଟ ୨୭ରୁ ଆରମ୍ଭ ହେବ।

ଏହା ବ୍ୟତୀତ ପ୍ରାର୍ଥୀମାନେ ଏହି ଲିଙ୍କ୍ https://fci.gov.in/ ରେ କ୍ଲିକ୍ କରି ଏହି ପୋଷ୍ଟଗୁଡିକ ପାଇଁ ସିଧାସଳଖ ଆବେଦନ କରିପାରିବେ। ସେହିପରି ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହୁଥିବେ ସେମାନେ ଏହି ଲିଙ୍କ୍ FCI Manager Recruitment 2022 Notification PDF ରେ କ୍ଲିକ୍ କରି ଦେଖିପାରିବେ। ଏହି ନିଯୁକ୍ତି ପ୍ରକ୍ରିୟାରେ ସମୁଦାୟ ୧୧୩ଟି ପଦ ପୂରଣ ହେବ।

ଗୁରୁତ୍ୱପୂର୍ଣ୍ଣ ତାରିଖ:

ଖାଲି ପଦବୀ:

ଯୋଗ୍ୟତା :

ବୟସ ସୀମା:

ଆବେଦନ ଶୁଳ୍କ:

ଦରମା:

ଚୟନ ପ୍ରକ୍ରିୟା: