Advertisment

Indian Army Recruitment 2025: ଗ୍ରାଜୁଏସନ୍ କରିଥିଲେ ହୋଇପାରିବେ ଭାରତୀୟ ସେନାରେ ଅଫିସର୍

ଭାରତୀୟ ସେନାରେ ଚାକିରି ସୁଯୋଗ। ଏନେଇ ବିଭାଗ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

ଅଦ୍ୟତନ ହୋଇଛି
Indian Army Recruitment 2025

Indian Army Recruitment 2025

Advertisment

ଦେଶ ସେବା ଲକ୍ଷରେ ଭାରତୀୟ ସେନାରେ ଚାକିରିଟିଏ କରିବାକୁ ଅନେକ ଯୁବକଙ୍କ ଇଛା ଥାଏ। ତେବେ ଅନେକ ସମୟରେ ସୁଯୋଗ ଆସି ନଥାଏ। ଆପଣ ଯଦି ଭାରତୀୟ ସେନାରେ ଚାକିରି କରିବାକୁ ଚାହୁଁଛନ୍ତି ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଏନେଇ ଭାରତୀୟ ସେନା ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ ଭାରତୀୟ ସେନାରେ ଅଫିସର୍ ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏନେଇ କେବଳ ଅବିବାହିତ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ମୋଟ ୭୬ ପଦବୀ ପୂରଣ ହେବ। ଗ୍ରାଜୁଏସନ ପାଶ କରିଥିବା ପ୍ରାର୍ଥୀମାନେ ଏହାର ସୁଯୋଗ ନେଇ ପାରିବେ।

ଅଧିକ ପଢ଼ନ୍ତୁ: ଆପଣ ନୂଆ ନୂଆ ସାକ୍ଷାତକାର ସାମ୍ନା କରୁଛନ୍ତି କି; ଜାଣନ୍ତୁ ପାଞ୍ଚଟି ପ୍ରଶ୍ନ ଓ ଉତ୍ତର

Advertisment

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ ଭାରତୀୟ ସେନାର ଅଫିସିଆଲ୍ ୱେବ୍‌ସାଇଟ୍‌ joinindianarmy.nic.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ Indian Army Recruitment 2025 apply for 76 post Notificationରେ କ୍ଲିକ୍ କରି ଦେଖିପାରିବେ।

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୧୪ ଫେବୃଆରୀ ୨୦୨୫
  • ଅନ୍‌ଲାଇନ୍ ଆବେଦନ ଶେଷ – ୧୫ ମାର୍ଚ୍ଚ ୨୦୨୫
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
Advertisment

ଖାଲି ପଦବୀ:

  • NCC ପୁରୁଷ (ସାଧାରଣ ବର୍ଗ) – ୬୩ଟି ପୋଷ୍ଟ୍‌
  • NCC ପୁରୁଷ (ଭାରତୀୟ ସେନା କର୍ମଚାରୀଙ୍କ ବ୍ୟାଟେଲ୍ କାଜୁଆଲିଟି) – ୦୭ଟି ପୋଷ୍ଟ୍‌
  • NCC ମହିଳା (ସାଧାରଣ) – ୦୫ଟି ପୋଷ୍ଟ୍‌
  • ଏନସିସି ମହିଳା (ଭାରତୀୟ ସେନା କର୍ମଚାରୀଙ୍କ ବ୍ୟାଟେଲ୍ କାଜୁଆଲିଟି) – ୦୧ଟି ପୋଷ୍ଟ୍‌
  • ମୋଟ ପଦବୀ – ୭୬ଟି ପୋଷ୍ଟ୍‌
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଯୋଗ୍ୟତା:

  • ଯେକୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ସର୍ବନିମ୍ନ ୫୦ମାର୍କ ସହିତ ସ୍ନାତକ ଡିଗ୍ରୀ
  • ଅନ୍ତିମ ବର୍ଷର ଛାତ୍ରମାନେ ମଧ୍ୟ ଆବେଦନ କରିପାରିବେ ଯଦି ସେମାନେ ପୂର୍ବ ବର୍ଷରେ ୫୦% ଏଗ୍ରିଗେଟ୍ ମାର୍କ ପାଇଥିବେ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୧୯ ବର୍ଷ
  • ସର୍ବାଧିକ ବୟସ – ୨୫ ବର୍ଷ
  • ବୟସ ଗଣନା ୦୧।୦୭।୨୦୨୫ ଅନୁସାରେ ହେବ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଅଧିକ ପଢ଼ନ୍ତୁ: ସାକ୍ଷାତକାର ସମୟରେ କେବେ ବି କରନ୍ତୁ ନାହିଁ ଏହି ଭୁଲ୍, ହାତକୁ ଆସିଥିବା ଚାକିରି ଚାଲିଯିବ

ଦରମା:

  • ସର୍ବନିମ୍ନ ଦରମା –୫୬, ୧୦୦ ଟଙ୍କା
  • ସର୍ବାଧିକ ଦରମା –୨,୫୦, ୦୦୦ ଟଙ୍କା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ସର୍ଟଲିଷ୍ଟ୍
  • ସାକ୍ଷାତକାର
  • ମେଡିକାଲ୍ ଟେଷ୍ଟ୍
  • ମେରିଟ୍ ଲିଷ୍ଟ୍
  • ଡକ୍ୟୁମେଣ୍ଟ୍ ଯାଞ୍ଚ

ଅଧିକ ପଢ଼ନ୍ତୁ: ଚାକିରି ଖୋଜିବା ବେଳେ ଆପଣ କରୁଛନ୍ତି କି ଏପରି ଭୁଲ୍… ପଡିପାରେ ମହଙ୍ଗା

Govt Jobs Job Search Job Seekers
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ