Advertisment

Indian Railway Recruitment 2025: ଉଚ୍ଚ ଶିକ୍ଷା ନ ଥିଲେ ବି ସରକାରୀ ଚାକିରି; ପୂରଣ ହେବ ୧୧୦୦ରୁ ଅଧିକ ପଦବୀ

RRC ରେ ଆପ୍ରେଣ୍ଟିସ୍ ପଦବୀ ପୂରଣ ହେବ। ଏନେଇ RRC ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

ଅଦ୍ୟତନ ହୋଇଛି
Indian Railway Recruitment 2025

Indian Railway Recruitment 2025

Advertisment

ଆପଣ ଉଚ୍ଚ ଶିକ୍ଷା କରି ନାହାନ୍ତି, କିନ୍ତୁ ସରକାରୀ ଚାକିରି କରିବାକୁ ଇଛା ଅଛି। ଆପଣଙ୍କର ଏହି ଆଶା ମଧ୍ୟ ପୂରଣ ହୋଇପାରିବ। ରେଳ ନିଯୁକ୍ତି ସେଲ୍ (RRC) ଆପଣଙ୍କ ପାଇଁ ଏହି ସୁଯୋଗ ନେଇଆସିଛି। ଆପଣ ଯଦି ଏହି ତାଲିକାରେ ଅଛନ୍ତି ତେବେ ସୁଯୋଗ ହାତ ଛଡା କରନ୍ତୁ ନାହିଁ। ଏନେଇ RRC ECR ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ RRC ରେ ଆପ୍ରେଣ୍ଟିସ୍ ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏନେଇ ଉଭୟ ମହିଳା ଓ ପୁରୁଷ ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୧୧୦୦ରୁ ଅଧିକ ପଦବୀ ପୂରଣ ହେବ। ଦଶମ ପାସ୍ କରିଥିବା ପ୍ରାର୍ଥୀ ଏହାର ସୁଯୋଗ ନେବେ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ RRC ର ଅଫିସିଆଲ୍ ୱେବ୍‌ସାଇଟ୍‌ rrcecr.gov.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ Indian Railway Recruitment 2025 apply for 1154 post Notificationରେ କ୍ଲିକ୍ କରି ଦେଖିପାରିବେ।

Advertisment

ଅଧିକ ପଢ଼ନ୍ତୁ: ପୂରଣ ହେବ ନର୍ସିଂ ଅଫିସର; ଜାଣନ୍ତୁ କେଉଁମାନେ କରିବେ ଆବେଦନ

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୨୫ ଜାନୁଆରୀ ୨୦୨୫
  • ଅନ୍‌ଲାଇନ୍ ଆବେଦନ ଶେଷ – ୧୪ ଫେବ୍ରୁଆରୀ ୨୦୨୫
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଖାଲି ପଦବୀ:

  • ସାଧାରଣ ବର୍ଗ – ୫୨୩ଟି ପୋଷ୍ଟ୍‌
  • SC – ୧୬୧ଟି ପୋଷ୍ଟ୍‌
  • ST – ୭୩ଟି ପୋଷ୍ଟ୍‌
  • OBC – ୨୯୮ଟି ପୋଷ୍ଟ୍‌
  • EWS – ୯୯ଟି ପୋଷ୍ଟ୍‌
  • ମୋଟ ପଦବୀ – ୧୧୫୪ଟି ପୋଷ୍ଟ୍‌
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
Advertisment

ଯୋଗ୍ୟତା:

  • ଏକ ସ୍ୱୀକୃତିପ୍ରାପ୍ତ ବୋର୍ଡରୁ ସର୍ବନିମ୍ନ ୫୦% ମାର୍କ ସହିତ ଦଶମ ପାସ୍
  • ସମ୍ପୃକ୍ତ ଟ୍ରେଡ୍‌ରେ ITI ପ୍ରମାଣପତ୍ର
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୧୫ ବର୍ଷ
  • ସର୍ବାଧିକ ବୟସ – ୨୪ ବର୍ଷ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଅଧିକ ପଢ଼ନ୍ତୁ: ଓଡ଼ିଶା ପୋଲିସ୍‌ରେ ଚାକିରି; ପୂରଣ ହେବ ୯୦୦ରୁ ଅଧିକ ପଦବୀ

ଦରମା:

  • ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ସମସ୍ତ ବର୍ଗ – ୧୦୦ଟଙ୍କା
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ମେରିଟ୍ ଲିଷ୍ଟ୍
  • ବ୍ୟକ୍ତିଗତ ସାକ୍ଷାତକାର
  • ଡକ୍ୟୁମେଣ୍ଟ୍ ଯାଞ୍ଚ

ଅଧିକ ପଢ଼ନ୍ତୁ: ଭାରତୀୟ ସେନାରେ ଚାକିରି ସୁଯୋଗ: ଦରମା ୨ଲ‍କ୍ଷ ୫୦ହଜାର

Indian Railways Govt Jobs Job Search Job Seekers Central Govt Jobs
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ