Advertisment

IOCL Recruitment 2025: IOCLରେ ଚାକିରି; ଦଶମ ପାଶ କରିଥିବା ପ୍ରାର୍ଥୀ ବି ସୁଯୋଗ ପାଇବେ

IOCLରେ ଚାକିରି ସୁଯୋଗ। ଏନେଇ IOCL ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

author-image
Pramod Behera
ଅଦ୍ୟତନ ହୋଇଛି
IOCL Recruitment 2025

IOCL Recruitment 2025

ଆପଣ ଇଣ୍ଡିଆନ୍ ଅଏଲ୍ କର୍ପୋରେସନ୍ ଲିମିଟେଡ୍ (IOCL)ରେ ଚାକିରି କରିବାକୁ ଚାହୁଁଛନ୍ତି କି? ଏହି ସୁଯୋଗ ହାତ ଛଡା କରନ୍ତୁ ନାହିଁ। ଏନେଇ IOCL ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ IOCL ରେ ଅଣ-କାର୍ଯ୍ୟନିର୍ବାହୀ ବର୍ଗ ଏବଂ ସ୍ୱତନ୍ତ୍ର ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏନେଇ ଉଭୟ ମହିଳା ଓ ପୁରୁଷ ଆବେଦନ କରିପାରିବେ। ଦଶମ ପାଶ କରିଥିବା ପ୍ରାର୍ଥୀ ମଧ୍ୟ ଏହାର ସୁଯୋଗ ନେଇପାରିବେ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ IOCL ର ଅଫିସିଆଲ୍ ୱେବ୍‌ସାଇଟ୍‌ iocl.com କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ IOCL Non-Executive Posts 2025 apply for 246 post Notificationରେ କ୍ଲିକ୍ କରି ଦେଖିପାରିବେ।

Advertisment

ଅଧିକ ପଢ଼ନ୍ତୁ: ପୂରଣ ହେବ ଇଞ୍ଜିନିୟରିଂ ପଦବୀ; ଦରମା ୧ଲକ୍ଷ ୪୦ହଜାର

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୦୩ ଫେବୃଆରୀ ୨୦୨୫
  • ଅନ୍‌ଲାଇନ୍ ଆବେଦନ ଶେଷ – ୨୩ ଫେବୃଆରୀ ୨୦୨୫
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଖାଲି ପଦବୀ:

  • ଜୁନିଅର ଅପରେଟର୍ ଗ୍ରେଡ୍ ୧ – ୨୧୫ଟି ପୋଷ୍ଟ୍‌
  • ଜୁନିଅର ଆଟେଣ୍ଡାଣ୍ଟ ଗ୍ରେଡ୍ ୧ – ୨୩ଟି ପୋଷ୍ଟ୍‌
  • ଜୁନିଅର ବିଜିନେସ୍ ଆସିଷ୍ଟାଣ୍ଟ ଗ୍ରେଡ୍ III – ୮ଟି ପୋଷ୍ଟ୍‌
  • ମୋଟ ପଦବୀ – ୨୪୬ଟି ପୋଷ୍ଟ୍‌
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଯୋଗ୍ୟତା:

  • ଜୁନିଅର ଅପରେଟର୍ ଗ୍ରେଡ୍ ୧ – ଯେକୌଣସି ଅନୁଷ୍ଠାନରୁ ଦଶମ ପାଶ ସହିତ ITI
  • ଜୁନିଅର ଆଟେଣ୍ଡାଣ୍ଟ ଗ୍ରେଡ୍ ୧ – ଯେକୌଣସି ଅନୁଷ୍ଠାନରୁ ୪୦ ପ୍ରତିଶତ ମାର୍କ ସହିତ ଦ୍ୱାଦଶ ପାଶ
  • ଜୁନିଅର ବିଜିନେସ୍ ଆସିଷ୍ଟାଣ୍ଟ ଗ୍ରେଡ୍ III – ଯେକୌଣସି ଅନୁଷ୍ଠାନରୁ ୪୫ ପ୍ରତିଶତ ମାର୍କ ସହିତ ସ୍ନାତକ ଡିଗ୍ରୀ। ପ୍ରତି ମିନିଟ୍‌ରେ ୨୦ ଶବ୍ଦ ଟାଇପିଂ ସ୍ପିଡ୍
  • ବିସ୍ତୃତ ଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୧୮ ବର୍ଷ
  • ସର୍ବାଧିକ ବୟସ – ୨୬ ବର୍ଷ
  • ବୟସ ଗଣନା ୩୧ ଜାନୁଆରୀ ୨୦୨୫ ଅନୁସାରେ ହେବ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଅଧିକ ପଢ଼ନ୍ତୁ: ଏହି Degrees କରିବାକୁ ଚିନ୍ତା କରୁଛନ୍ତି କି… ବେକାର ହୋଇପାରେ କ୍ୟାରିୟର୍

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ– ୩୦୦ଟଙ୍କା
  • SC/ST/ PwBD/ XSM – ଦେୟମୁକ୍ତ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • କମ୍ପ୍ୟୁଟର ଆଧାରିତ ଟେଷ୍ଟ୍
  • କୌଶଳ ଟେଷ୍ଟ୍
  • ଶାରିରୀକ ଟେଷ୍ଟ୍
  • ଡକ୍ୟୁମେଣ୍ଟ୍ ଯାଞ୍ଚ

କିପରି କରିବେ ଆବେଦନ:

  • ଅଫିସିଆଲ୍ ୱେବସାଇଟ୍ iocl.com କୁ ଯାଆନ୍ତୁ
  • ହୋମ୍‌ପେଜ୍‌ରେ Career କୁ ଯାଇ ସମ୍ବନ୍ଧିତ ଆବେଦନ ଲିଙ୍କ୍ ଉପରେ କ୍ଲିକ୍ କରନ୍ତୁ
  • ଏହା ପରେ ରେଜିଷ୍ଟ୍ରେସନ୍ ଲିଙ୍କ୍ ଉପରେ କ୍ଲିକ୍ କରନ୍ତୁ
  • ନିଜକୁ ପଞ୍ଜିକୃତ କରନ୍ତୁ
  • ଏହା ପରେ ଆବେଦନ ଫର୍ମ ପୂରଣ କରନ୍ତୁ
  • ଫଟୋ ଏବଂ ଡକ୍ୟୁମେଣ୍ଟ୍ ଅପ୍‌ଲୋଡ୍ କରନ୍ତୁ
  • ଆବେଦନ ଫିସ୍ ଦିଅନ୍ତୁ
  • ‘Submit’ ବଟନ୍‌ରେ କ୍ଲିକ୍ କରନ୍ତୁ
  • ଭବିଷ୍ୟତ ପ୍ରମାଣ ପାଇଁ ଦାଖଲ ହୋଇଥିବା ଆବେଦନର ଏକ କପି ପ୍ରିଣ୍ଟ୍ କରି ରଖନ୍ତୁ

ଅଧିକ ପଢ଼ନ୍ତୁ: ପ୍ରଥମ ଚେଷ୍ଟାରେ ସାକ୍ଷାତକାରରେ ପାସ୍ ହେବାକୁ ଚାହୁଁଛନ୍ତି କି… ଆପଣଙ୍କ ପାଇଁ ୫ଟି ଟିପ୍ସ

Govt Jobs Job Search IOCL Job Seekers IOCL Jobs IOCL Notification
Advertisment
Advertisment